ଯୁବତୀଙ୍କୁ ହତ୍ୟା ଧମକ ଅଭିଯୋଗ, ଜଣେ ଗିରଫ

ପାଟଣା,୨୭।୫(ସ୍ବ.ପ୍ର)-ଜଣେ ଯୁବତୀଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ବୁଧବାର କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ କରଞ୍ଜିଆ ଥାନା କରଞ୍ଜିଆର ରାଜେଶ କୁମାର ସାହୁ(୨୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ଯୁବତୀ କଲେଜରେ ପଢ଼ୁଥିବାବେଳେ ରାଜେଶ ସମ୍ପୃକ୍ତା ଯୁବତୀଙ୍କୁ ଏକ ତରଫା ଭଲ ପାଉଥିଲେ। ନିକଟରେ ଯୁବତୀଙ୍କ ବିବାହ ଅନ୍ୟତ୍ର ଠିକ ହେବା ବିଷୟରେ ଜାଣି ରାଜେଶ ଯୁବତୀଙ୍କ ଘରକୁ ଆସି ଏସିଡ ପକାଇ ପୋଡି ମାରିଦେବା ପାଇଁ ଧମକ ଦେଇଥିବା ଯୁବତୀଙ୍କ ପରିବାର ଲୋକ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ. ୬୭/୨୦) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri