Posted inଖେଳ

ଯୁବରାଜ କ୍ରିକେଟର ଜଣେ ଯୋଦ୍ଧା: ଅମିତ ଶାହ

ନୂଆଦିଲ୍ଲୀ, ୧୧।୬: ଭାରତୀୟ କ୍ରିକେଟ ଦଳର ବାମହାତୀ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହ ସୋମବାର ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କୁ ସାଥୀ ଖେଳାଳିଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର୍‌ ଏବଂ ରାଜନେତା ତାଙ୍କୁ ଭବିଷ୍ୟତ ଶୁଭକାମନା ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। ସେ ଯୁବରାଜଙ୍କୁ
କ୍ରିକେଟର ଜଣେ ଯୋଦ୍ଧା ଭାବେ ଅଭିହିତ କରିଛନ୍ତି। ଟୁଇଟରରେ ସେ କହିଛନ୍ତି, ଯୁବରାଜ ଜଣେ ବୋଲର, ବ୍ୟାଟ୍ସମ୍ୟାନ୍‌ ଏବଂ ଫିଲ୍ଡର ଭାବେ ଭାରତୀୟ ଦଳରେ ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ସେ ଜଣେ ଭାରତୀୟ କ୍ରିକେଟର ଆଇକନ୍‌ ଥିଲେ ବୋଲି ଶାହ କହିଛନ୍ତି। ତାଙ୍କ ଭବିଷ୍ୟତ ପାଇଁ ଶୁଭକାମନା ଜଣାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଶେଷରେ ବିଜୟ ସ୍ବାଦ ଚାଖିଲା ଭାରତ: ଇଂଲଣ୍ଡକୁ କଲା ଧରାଶାୟୀ

ବର୍ମିଂହାମ୍‌,୧୫ା୭: ଚଳିତ ଇଂଲଣ୍ଡ ଟୁର୍‌ରେ ଲଗାତର ୪ ପରାଜୟ ପରେ ମଙ୍ଗଳବାର ଭାରତୀୟ ଦଳ ତା’ର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅକ୍ଷର ପଟେଲଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ଫିଫା ବିଶ୍ୱକପ୍‌: ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ସ୍ପେନ୍‌

ଆର୍ଲିଂଟନ,୧୫ା୭:୨୦୧୦ ସଂସ୍କରଣ ଚାମ୍ପିୟନ ସ୍ପେନ ୧୬ ବର୍ଷର ବ୍ୟବଧାନ ପରେ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଚଳିତ ଫିଫା ବିଶ୍ୱକପ୍‌ର ପ୍ରଥମ ସେମିଫାଇନାଲରେ ସ୍ପେନ ୨-୦ ଗୋଲରେ…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri