Posted inଫୁରସତ

ଯେଉଁ ମନ୍ଦିରକୁ ନେତା ଓ ଅଫିସରଙ୍କୁ ପ୍ରବେଶ ମନା…

ଭାରତର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ମନ୍ଦିର ରହିଛି। ଏସବୁ ମନ୍ଦିରର ପରମ୍ପରାରେ ମଧ୍ୟ ପାର୍ଥକ୍ୟ ଦେଖିବାକୁ ମିଳିଥାଏ। ତେବେ ଉତ୍ତରପ୍ରଦେଶ କାନପୁରଠାରେ ରହିଛି ଏକ ନିଆରା ମନ୍ଦିର। ଏଠାରେ ନେତା ଓ ଅଫିସରଙ୍କୁ ପ୍ରବେଶ ମନା କରାଯାଇଥାଏ। ଦେଶର ବଢୁଥିବା ଅରାଜକତା ପାଇଁ ରାଜନେତା ଓ ଆଇଏସ୍‌ ତଥା ଆଇପିଏସ୍‌ ଆଦି ଅଫିସରଙ୍କୁ ଦାୟୀ କରାଯାଇଥାଏ। ତେଣୁ ମନ୍ଦିରରେ ଏସବୁ ବ୍ୟକ୍ତିଙ୍କୁ ପ୍ରବେଶ ଲାଗି ବାରଣ କରାଯାଏ। ଏଥିପାଇଁ ମନ୍ଦିର ସମ୍ମୁଖରେ ସୂଚନା ବୋର୍ଡ ମଧ୍ୟ ଲଗାଯାଇଛି। ଏହି ମନ୍ଦିର ହେଉଛି ଭ୍ରଷ୍ଟ ତନ୍ତ୍ର ବିନାଶକ ଶନି ମନ୍ଦିର। ଏଠାରେ ସପ୍ତାହର ଶନିବାର ଓ ମଙ୍ଗଳବାର ଶ୍ରଦ୍ଧାଳୁଙ୍କ ଗହଳି ହୋଇଥାଏ। ମନ୍ଦିରରେ ଶନିଦେବଙ୍କ ତିନିଟି ମୂର୍ତ୍ତି ଭିନ୍ନ ଭିନ୍ନ ଦିଗକୁ ମୁହଁ କରି ପୂଜା ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri