ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ଅଜବ ଗଜବ ପରମ୍ପରା ବିଷୟରେ ଶୁଣିଲେ ବେଳେ ବେଳେ ଆଶ୍ଚର୍ଯ୍ୟ ଲାଗେ। କେବେ କେବେ ଏହା ବିଶ୍ୱାସ ନ ହେଉଥିଲେ ମଧ୍ୟ ସେ ସବୁ ପରମ୍ପରା ସତ ହୋଇଥାଏ। ଇଣ୍ଡୋନେସିଆରେ ଥିବା ଏମିତି ଏକ ପରମ୍ପରା ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ ସତ ହେଲେ ସେଠାକାର ଏହି ପରମ୍ପରା ବହୁ ଦଶନ୍ଧି ଧରି ଚଳି ଆସୁଛି। ଏଠାରେ କେହି ଶିଶୁଙ୍କର ମୃତ୍ୟୁ ହେଲେ ସେମାନଙ୍କୁ ଏକ ଜୀବନ୍ତ ଗଛର ଗଣ୍ଡିରେ ସମାଧି ଦିଆଯାଇଥାଏ। ଶିଶୁଟିର ମୃତ୍ୟୁ ପରେ ତାକୁ ଏକ କପଡା ଦ୍ୱାରା ଢାଙ୍କି ଦିଆଯାଏ। ଏହାପରେ ଉକ୍ତ ମୃତଦେହକୁ ତାଳ ପତ୍ରକାଠରେ ତିଆରି ଏକ ଛାଞ୍ଚରେ ରଖି ଗଛ ଗଣ୍ଡିରେ କଣା କରି ସମାଧି ଦିଆଯାଇଥାଏ। ଏପରି କରିବା ଦ୍ୱାରା ଶିଶୁଟିର ଆତ୍ମା ଶାନ୍ତି ପାଇଥାଏ ବୋଲି ଗାଁ ଲୋକଙ୍କର ବିଶ୍ୱାସ ରହିଛି। ତେବେ ଦୁଧଦାନ୍ତ ଉଠିବା ପୂର୍ବରୁ ଯେଉଁ ଶିଶୁମାନଙ୍କର ମୃତ୍ୟୁ ହୋଇଥାଏ କେବଳ ସେହି ଶିଶୁଙ୍କୁ ଏପରି ଭାବେ ସଂସ୍କାର କରାଯାଏ।
ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା
ଓ୍ବାଶିଂଟନ୍,୮।୪: ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…
ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…
ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ
ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍ରେ ୩୯ ରନ୍…
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…
ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…
ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…
ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ
ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…
ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍ ହାଉସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…
Archives

