ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଥିବା ଅଜବ ଗଜବ ପରମ୍ପରା ବିଷୟରେ ଶୁଣିଲେ ବେଳେ ବେଳେ ଆଶ୍ଚର୍ଯ୍ୟ ଲାଗେ। କେବେ କେବେ ଏହା ବିଶ୍ୱାସ ନ ହେଉଥିଲେ ମଧ୍ୟ ସେ ସବୁ ପରମ୍ପରା ସତ ହୋଇଥାଏ। ଇଣ୍ଡୋନେସିଆରେ ଥିବା ଏମିତି ଏକ ପରମ୍ପରା ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ ସତ ହେଲେ ସେଠାକାର ଏହି ପରମ୍ପରା ବହୁ ଦଶନ୍ଧି ଧରି ଚଳି ଆସୁଛି। ଏଠାରେ କେହି ଶିଶୁଙ୍କର ମୃତ୍ୟୁ ହେଲେ ସେମାନଙ୍କୁ ଏକ ଜୀବନ୍ତ ଗଛର ଗଣ୍ଡିରେ ସମାଧି ଦିଆଯାଇଥାଏ। ଶିଶୁଟିର ମୃତ୍ୟୁ ପରେ ତାକୁ ଏକ କପଡା ଦ୍ୱାରା ଢାଙ୍କି ଦିଆଯାଏ। ଏହାପରେ ଉକ୍ତ ମୃତଦେହକୁ ତାଳ ପତ୍ରକାଠରେ ତିଆରି ଏକ ଛାଞ୍ଚରେ ରଖି ଗଛ ଗଣ୍ଡିରେ କଣା କରି ସମାଧି ଦିଆଯାଇଥାଏ। ଏପରି କରିବା ଦ୍ୱାରା ଶିଶୁଟିର ଆତ୍ମା ଶାନ୍ତି ପାଇଥାଏ ବୋଲି ଗାଁ ଲୋକଙ୍କର ବିଶ୍ୱାସ ରହିଛି। ତେବେ ଦୁଧଦାନ୍ତ ଉଠିବା ପୂର୍ବରୁ ଯେଉଁ ଶିଶୁମାନଙ୍କର ମୃତ୍ୟୁ ହୋଇଥାଏ କେବଳ ସେହି ଶିଶୁଙ୍କୁ ଏପରି ଭାବେ ସଂସ୍କାର କରାଯାଏ।
ଘରବାରଣ୍ଡାରେ ସିନ୍ଦୂରଲଗା ମଣିଷ ଖପୁରି
ନୟାଗଡ଼/ଭାପୁର, ୧୮।୧୧(ଲୋକନାଥ ମିଶ୍ର/ପ୍ରଭାତ ବରାଡ): ବାରିପଟ ଘର ବାରଣ୍ଡାରେ ପଡିଥିଲା ସିନ୍ଦୂର ଲାଗିଥିବା ମଣିଷ ଖପୁରି। ପ୍ରାୟ ୨ମାସ ହେଲା ବିଷ୍ଠା ଓ ଆବର୍ଜନା ବାରଣ୍ଡାରେ ପଡୁଥିବାବେଳେ…
ସୁନାର ରାସ୍ତାରେ ଚାଲିବେ ଲୋକେ, ଖୁବ୍ଶୀଘ୍ର ୨୪ କ୍ୟାରେଟ୍ ସୁନାରେ ହେବ ତିଆରି, ଜାଣନ୍ତୁ ପୂରା ପ୍ଲାନିଂ…
ଦୁବାଇ,୧୮ା୧୧: ଏଣିକି ଲୋକେ ଆଉ ପିଚୁ ରାସ୍ତାରେ ଚାଲିବେନି। ଏଥର ନିର୍ମାଣ ହେବ ସୁନାର ରାସ୍ତା। ଏପରି ରାସ୍ତା ଦେଖିବାକୁ ମିଳିବ କେବଳ ଦୁବାଇରେ। ଦୁବାଇ କେବେବି…
ମିଳିଲା ମ୍ୟୁନିସିପାଲିଟି ମାନ୍ୟତା, ମିଳୁନି ମୌଳିକ ସୁବିଧା: ଅନଶନ ପରେ ଉଠିଲା ଅଳିଆ ଆବର୍ଜନା
ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟି ମାନ୍ୟତା ମିଳିବାର ପ୍ରାୟ ୧୧ ମାସ ବିତିବାକୁ ବସିଥିଲେ ମଧ୍ୟ ନୂତନ ଭାବେ ସାମିଲ…
ସକାଳୁ ସକାଳୁ ସୁନା-ରୁପା ଦରରେ ବଡ଼ ହ୍ରାସ, କିଲୋ ପିଛା ୯,୫୦୦ ଟଙ୍କା ଖସିଲା, ଜାଣନ୍ତୁ ଆଜିର ରେଟ୍
ନୂଆଦିଲ୍ଲୀ, ୧୮।୧୧: ଗତ କିଛି ଦିନ ହେବ ସୁନା ଓ ରୁପା ଦରରେ କ୍ରମାଗତ ଭାବେ ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ବୁଧବାର ସୁନା ଲଗାତାର ଷଷ୍ଠ ବାଣିଜ୍ୟିକ…
ମଇଦାନରେ ଏମିତି ହେବା ପଡ଼ିଲା ଭାରି, ଗୁରନୂରଙ୍କ ଉପରେ ICCର କାର୍ଯ୍ୟାନୁଷ୍ଠାନ, ମିଳିଲା ଏହି ଦଣ୍ଡ
ନୂଆଦିଲ୍ଲୀ, ୧୮।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଇଥିବା ଚତୁର୍ଥ ଦିନିକିଆ ମ୍ୟାଚ ସମୟରେ ଭାରତୀୟ ଦ୍ରୁତ ବୋଲର ଗୁରନୂର ବରାଡ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)ର…
ଭୀଷଣ ବାତ୍ୟାର ରୂପ ନେଲା ‘ଅକ୍ୱାନ’: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮।୧୧: ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ଅକ୍ୱାନ’। ବୁଧବାର ସକାଳ ୫ଟା ୩୦ ମିନିଟ୍ର ପର୍ଯ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି।…
ସୋନିଆଙ୍କ ବହି ଲଞ୍ଚିଂ ପରେ ଯାଆ ମେନକାଙ୍କ ଭିଡିଓ ଭାଇରାଲ, କହିଲେ ସେ ମୋର ବନ୍ଧୁ ନୁହନ୍ତି…
ନୂଆଦିଲ୍ଲୀ,୧୮।୧୧: କଂଗ୍ରେସ ନେତା ସୋନିଆ ଗାନ୍ଧୀଙ୍କ ପୁସ୍ତକ ‘ବିଲଙ୍ଗିଗ: ଏ ଜର୍ନି ଅଫ ଲଭ’ ଲଞ୍ଚ ହୋଇସାରିଛି। ଏହି ପୁସ୍ତକରେ ସୋନିଆ ଗାନ୍ଧୀ ନିଜର ଗାନ୍ଧୀ ପରିବାରଠାରୁ…
ଗୁଜରାଟ ଛାଡ଼ିଲେ ବିଲ୍କିସ ବାନୋ
ଭଦୋଦରା,୧୮ା୧୧: ୨୦୦୨ ଗୁଜରାଟ ଦଙ୍ଗା ସମୟରେ ବିଲ୍କିସ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ୨ ଦୋଷୀଙ୍କୁ ଜାମିନ ମିଳିବା ପରେ ଏଥିରେ…

