ଯେଉଁଠି ଜିନ୍ସ ପିନ୍ଧିବା ମନା, ଜଗିଂ କଲେ ମିଳିବ ଦଣ୍ଡ

ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ଆଇନ୍‌କାନୁନ ଥାଏ। ଆଇନ୍‌ ଭୁଲ ହେଉ କି ଠିକ୍‌ ଉକ୍ତ ଦେଶର ଲୋକେ ନିୟମ ମାନି ଚଳିବା ଶିରୋଧାର୍ଯ୍ୟ। ପୂର୍ବ ଆଫ୍ରିକାରେ ବୁରୁଣ୍ଡି ନାକ ଏକ ଦେଶ ରହିଛି। ଯେଉଁଠି ଲୋକଙ୍କୁ ଜିନ୍ସ ପିନ୍ଧିବା ମନା, କେବଳ ଏତିକି ନୁହେଁ ଏଠାକାର ଲୋକଙ୍କୁ ଜଗିଂ କରିବାକୁ ମଧ୍ୟ ବାରଣ କରାଯାଇଛି। ୨୦୧୪ରେ ଏଠାକାର ରାଷ୍ଟ୍ରପତି ଏଭଳି ନିଷ୍ପତ୍ତି ନେଇଥିଲେ। ଜିନ୍ସ ଏବଂ ଜଗିଂ ଆସାମାଜିକ କାର୍ଯ୍ୟ କରିବାକୁ ପ୍ରୋତ୍ସାହିତ କରିଥାଏ ବୋଲି ସେ ମତ ଦେଇଥିଲେ। ସେହିପରି ଉତ୍ତର କୋରିଆରେ ନୀଳ ଜିନ୍ସ ପିନ୍ଧିବା ଉପରେ ରୋକ ଲଗାଯାଇଛି। ସିଙ୍ଗାପୁରରେ ୨୦୦୪ରୁ ଚୁଇଂଗମ୍‌ ଚୋବାଇବା ଉପରେ ମଧ୍ୟ କଟକଣା ଲାଗିଛି। ଚୁଇଂଗମ୍‌ ଖାଇଲେ ପରିବେଶ ପ୍ରଦୂଷଣ ହେଉଥିବାରୁସେଠାକାର ସରକାର ଏଭଳି ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ନିକଟରେ ଭାରତୀୟ ଜାହାଜ ଉପରେ ପୁଣି ଆକ୍ରମଣ: ଚେତାବନୀ ସତ୍ତ୍ୱେ MT Jalveerକୁ ଟାର୍ଗେଟ, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ/ମସ୍କାଟ,୧୧।୬: ଓମାନ ଉପକୂଳରେ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ଜନକ ସ୍ଥିତି ସୃଷ୍ଟି ହୋଇଛି। ଓମାନ ତଟ ନିକଟରେ ‘ଏମଟି ଜଲବୀର’ (MT Jalveer) ନାମକ ଏକ…

ଓମାନ ଉପକୂଳରେ ବାଣିଜି୍ୟକ ଜାହାଜ ଉପରେ ଆମେରିକାର ଆକ୍ରମଣ: ୨ ଭାରତୀୟ ନାବିକ ମୃତ, ଚିଫ୍‌ ଇଞ୍ଜିନିୟର ନିଖୋଜ

ନୂଆଦିଲ୍ଲୀ,୧୧।୬: ଷ୍ଟ୍ରେଟ ଅଫ ହର୍ମୁଜ ନିକଟ ଓମାନ ଉପକୂଳରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣରେ ଦୁଇ ଜଣ ଭାରତୀୟ ନାବିକଙ୍କର ମୃତ୍ୟୁ…

ଭାରତ ଉପରେ ମାଡ଼ିଆସୁଛି ବଡ଼ ସଙ୍କଟ: ହର୍ମୁଜ ପ୍ରଣାଳୀ ବନ୍ଦ ପରେ ଏବେ ବଢିବ…

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆରେ ଉତ୍ତେଜନା ଏବଂ ସଙ୍କଟ ବିଶ୍ୱବ୍ୟାପୀ ଅସ୍ଥିରତା ସୃଷ୍ଟି କରିଛ ଭାରତ ଏହି ପରିସ୍ଥିତିରୁ ମୁକ୍ତ ନୁହେଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା…

ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ…

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ସମୁଦ୍ରରୁ ମାଡ଼ି ଆସୁଛି ବଡ଼ ବାତ୍ୟା! ଏହିଦିନ କରିବ ଲ୍ୟାଣ୍ଡଫଲ୍‌…

ନୂଆଦିଲ୍ଲୀ,୧୦।୬: ଆସୁଛି ବଡ଼ ବାତ୍ୟା । ଯାହାକୁ ନେଇ ଛାନିଆ ହେଲେଣି ଉପକୂଳବାସୀ । ସାମୁଦ୍ରିକ ବାତ୍ୟା କ୍ରିଷ୍ଟିନାକୁ ନେଇ ଏବେ ସବୁଠି ଭୟର ମାହୋଲ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri