Posted inଫୁରସତ

ଯେଉଁଠି ପଞ୍ଜୁରିରେ ରୁହନ୍ତି ମଣିଷ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠି ମଣିଷ ପଶୁପକ୍ଷୀଙ୍କ ପରି ପଞ୍ଜୁରି ଭିତରେ ରହିଥା’ନ୍ତି। କାରଣ ବି ସେତିକି ଦୁଃଖଦାୟକ। ଜାଣନ୍ତୁ ଏ ସମ୍ପର୍କରେ…


ହଂକଂରେ ଏପରି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଲୋକମାନେ ଲୁହାରେ ତିଆରି ହୋଇଥିବା ପଞ୍ଜୁରିରେ ରହିଥା’ନ୍ତି। କିନ୍ତୁ ଏହା ମଧ୍ୟ ଲୋକଙ୍କୁ ମିଳିବା କଷ୍ଟକର ହୋଇଥାଏ। ଏଥିପାଇଁ ଲୋକଙ୍କୁ ପଇସା ଦେବାକୁ ବି ପଡ଼ିଥାଏ। କୁହାଯାଏ, ଗୋଟିଏ ପଞ୍ଜୁରିର ଦାମ୍‌ ୧୧ ହଜାର ଟଙ୍କା। ଏହା ପୁଣି ଭଙ୍ଗା ଦଦରା ବା ପୁରୁଣା ଘରେ ଲଟକା ଯାଇଛି। ଗୋଟିଏ ପଞ୍ଜୁରି ଭିତରେ ପ୍ରାୟ ୧୦୦ ଲୋକ ରହିଥାନ୍ତି। ଗୋଟିଏ ଆପାର୍ଟମେଣ୍ଟରେ ଦୁଇଟି ମାତ୍ର ଟଏଲେଟ୍‌ ରହିଛି। ଫଳରେ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ପଞ୍ଜୁରିର ଆକାର ନିର୍ଦ୍ଦିଷ୍ଟ ହୋଇଥାଏ। ପଞ୍ଜୁରିରେ ବିଛାଇବା ପାଇଁ ଆସନ ବ୍ୟବହାର କରାଯାଇଥାଏ।


ସୋସାଇଟ୍‌ ଫର୍‌ କମ୍ୟୁନିଟି ଅର୍ଗାନାଇଜେଶନ ଅନୁଯାୟୀ, ହଂକଂରେ ପଞ୍ଜୁରି ଭିତରେ ୧ ଲକ୍ଷ ଲୋକ ରହୁଛନ୍ତି। ଯେଉଁମାନେ ଦାମୀ ଘର କିଣିବାକୁ ସକ୍ଷମ ନୁହନ୍ତି, ସେମାନେ ଏପରି ଘରେ ରହିଥା’ନ୍ତି। କହିବାକୁ ଗଲେ ଗରିବ ଲୋକମାନେ ହିଁ ଏପରି ପଞ୍ଜୁରିରେ ରହିବାକୁ ପସନ୍ଦ କରିଥା’ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri