Posted inଫୁରସତ

ଯେଉଁଠି ପଞ୍ଜୁରିରେ ରୁହନ୍ତି ମଣିଷ, କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ବିଶ୍ୱରେ ଏମିତି ଏକ ସ୍ଥାନ ରହିଛି, ଯେଉଁଠି ମଣିଷ ପଶୁପକ୍ଷୀଙ୍କ ପରି ପଞ୍ଜୁରି ଭିତରେ ରହିଥା’ନ୍ତି। କାରଣ ବି ସେତିକି ଦୁଃଖଦାୟକ। ଜାଣନ୍ତୁ ଏ ସମ୍ପର୍କରେ…


ହଂକଂରେ ଏପରି ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି। ଏଠାରେ ଲୋକମାନେ ଲୁହାରେ ତିଆରି ହୋଇଥିବା ପଞ୍ଜୁରିରେ ରହିଥା’ନ୍ତି। କିନ୍ତୁ ଏହା ମଧ୍ୟ ଲୋକଙ୍କୁ ମିଳିବା କଷ୍ଟକର ହୋଇଥାଏ। ଏଥିପାଇଁ ଲୋକଙ୍କୁ ପଇସା ଦେବାକୁ ବି ପଡ଼ିଥାଏ। କୁହାଯାଏ, ଗୋଟିଏ ପଞ୍ଜୁରିର ଦାମ୍‌ ୧୧ ହଜାର ଟଙ୍କା। ଏହା ପୁଣି ଭଙ୍ଗା ଦଦରା ବା ପୁରୁଣା ଘରେ ଲଟକା ଯାଇଛି। ଗୋଟିଏ ପଞ୍ଜୁରି ଭିତରେ ପ୍ରାୟ ୧୦୦ ଲୋକ ରହିଥାନ୍ତି। ଗୋଟିଏ ଆପାର୍ଟମେଣ୍ଟରେ ଦୁଇଟି ମାତ୍ର ଟଏଲେଟ୍‌ ରହିଛି। ଫଳରେ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ପଞ୍ଜୁରିର ଆକାର ନିର୍ଦ୍ଦିଷ୍ଟ ହୋଇଥାଏ। ପଞ୍ଜୁରିରେ ବିଛାଇବା ପାଇଁ ଆସନ ବ୍ୟବହାର କରାଯାଇଥାଏ।


ସୋସାଇଟ୍‌ ଫର୍‌ କମ୍ୟୁନିଟି ଅର୍ଗାନାଇଜେଶନ ଅନୁଯାୟୀ, ହଂକଂରେ ପଞ୍ଜୁରି ଭିତରେ ୧ ଲକ୍ଷ ଲୋକ ରହୁଛନ୍ତି। ଯେଉଁମାନେ ଦାମୀ ଘର କିଣିବାକୁ ସକ୍ଷମ ନୁହନ୍ତି, ସେମାନେ ଏପରି ଘରେ ରହିଥା’ନ୍ତି। କହିବାକୁ ଗଲେ ଗରିବ ଲୋକମାନେ ହିଁ ଏପରି ପଞ୍ଜୁରିରେ ରହିବାକୁ ପସନ୍ଦ କରିଥା’ନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri