ଯେଉଁଠି ପିଲାମାନେ ଦେଶ ସୀମା ପାର ହୋଇ ଯାଆନ୍ତି ସ୍କୁଲ

ଏମିତି ଏକ ଦେଶ ରହିଛି, ଯେଉଁଠାରେ ପ୍ରତିଦିନ ପିଲାଙ୍କୁ ପଢ଼ିବାକୁ ଯିବାକୁ ଏବଂ ସେଠାରୁ ଫେରିବାକୁ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ କ୍ରସ୍‌ କରିବାକୁ ପଡ଼େ। ଏହି ସ୍କୁଲ୍‌ ଆମେରିକାରେ ରହିଛି। ପ୍ରକୃତରେ ଆମେରିକାର କଲମ୍ବସ୍‌ ଏଲିମେଣ୍ଟ୍ରି ସ୍କୁଲ୍‌ରେ ଅନେକ ପିଲା ବିଦେଶରୁ ପଢ଼ିବାକୁ ଆସିଥାନ୍ତି। ଏମାନେ ପ୍ରତିଦିନ ଇଣ୍ଟରନ୍ୟାସନାଲ୍‌ ବର୍ଡର୍‌ ପାରି କରି ସ୍କୁଲ୍‌ ଆସିଥାନ୍ତି। ଏହାସହ ବିନା ପାସ୍‌ପୋର୍ଟରେ ଏମାନଙ୍କୁ ବର୍ଡର୍‌ ଏଣ୍ଟ୍ରି ଉପରେ ନିଷେଧାଜ୍ଞା ଜାରି କରାଯାଇଛି। ଏଣ୍‌ ସ୍କୁଲ୍‌ରେ ପ୍ରାୟ ୬୦୦ ପିଲାଙ୍କ ମଧ୍ୟରୁ ପ୍ରାୟ ୪୨୦ ଜଣ କେବଳ ସୀମା ପାର୍‌ କରି ପଢ଼ିବାକୁ ଆସନ୍ତି। ପ୍ରତିଦିନ ପିଲାମାନେ ସ୍କୁଲ୍‌ ଯିବା ବେଳେ ନିଜ ପାଖରେ ପାସ୍‌ପୋର୍ଟ ରଖନ୍ତି । ଯେତେବେଳେ ସେମାନେ ଆମେରିକାର ସୀମା ପାଖରେ ପହଞ୍ଚନ୍ତି, ସେତେବେଳେ ପ୍ରଥମେ କଷ୍ଟମ୍‌ କ୍ଲିୟରାନ୍ସ ପାଇଁ ନିଜ ପାସ୍‌ପୋର୍ଟ ଦେଖାନ୍ତି। ଯେତେବେଳେ କ୍ଲିୟରାନ୍ସ ମିଳିଯାଏ, ସେତେବେଳେ ଆମେରିକା ସୀମାରେ ପ୍ରବେଶ କରନ୍ତି। ସ୍କୁଲ୍‌ ବସ୍‌ ଏହି ସୀମା ପର୍ଯ୍ୟନ୍ତ ଆସିଥାଏ। ପିଲାଙ୍କୁ ନେବାଆଣିବା ଏହି ବସ୍‌ ଉପରେ ନ୍ୟସ୍ତ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

‘ମୋର ଶେଷ ବିଶ୍ୱକପ…’, କ୍ରିକେଟରୁ ବିଦାୟ ନେବା ନେଇ ଭାବପ୍ରବଣ ବୟାନ ଦେଲେ ବିରାଟ କୋହଲି, ପ୍ରଶଂସକ ଜାଣିଲେ…

ନୂଆଦିଲ୍ଲୀ,୨୬।୯: ବିରାଟ କୋହଲି ନିଜେ ଘୋଷଣା କରିଛନ୍ତି ଯେ ୨୦୨୭ ODI ବିଶ୍ୱକପ ତାଙ୍କର ଶେଷ ବିଶ୍ୱକପ ଟୁର୍ଣ୍ଣାମେଣ୍ଟ ହେବ। ୨୦୧୧ ବିଶ୍ୱକପ ବିଜୟୀ ଦଳର ସଦସ୍ୟ…

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?