Posted inଫୁରସତ

ଯେଉଁଠି ମୃତ ବ୍ୟକ୍ତିଙ୍କ ସହ କରାଯାଏ ଝିଅଙ୍କ ବିବାହ

ଭାରତ ଏକ ବିଶାଳ ଦେଶ। ଏଠାରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ଲୋକ ବସବାସ କରିଥାନ୍ତି। ପ୍ରତ୍ୟେକ ସମ୍ପ୍ରଦାୟର ଲୋକ ନିଜ ସଂସ୍କୃତି ଏବଂ ପରମ୍ପରା ଅନୁସାରେ କାର୍ଯ୍ୟ କରିଥାନ୍ତି। ମାତ୍ର ଭାରତର କେତୋଟି ସ୍ଥାନରେ ଅଜବ ପରମ୍ପରା ପାଳନ କରାଯାଇଥାଏ ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ସେମିତି ଏକ ପରମ୍ପରା ହେଉଛି ମୃତ ବ୍ୟକ୍ତିଙ୍କ ସହ ଜୀବିତ ଝିଅଙ୍କ ବିବାହ। ଉତ୍ତରପ୍ରଦେଶର ସାହାରନପୁର ଜିଲାରେ ଅବସ୍ଥିତ ଏକ ଗ୍ରାମରେ ଏପରି ପରମ୍ପରା କାହଁି କେଉଁ କାଳରୁ ଚାଲିଆସିଛି। ନଟବାଜୀ ସମ୍ପ୍ରଦାୟର ବ୍ୟକ୍ତିଙ୍କ ମୃତ୍ୟୁ ପରେ ସେମାନଙ୍କ ବିବାହ ହୋଇଥାଏ। ନୀତିନିୟମ ଅନୁସାରେ ପୂରା ଧୂମଧାମରେ ସେମାନଙ୍କର ବିବାହ କାର୍ଯ୍ୟ ଅନୁଷ୍ଠିତ ହୁଏ। ସାହାରନପୁର ମିରପୁର ଜିଲାର ଝିଅମାନଙ୍କ ବିବାହ ଏହି ମୃତ ବ୍ୟକ୍ତିଙ୍କ ସହ କରାଯାଇଥାଏ। ମାତ୍ର ବିବାହରେ ବର-କନ୍ୟା ଭାବେ ସେମାନଙ୍କ ପ୍ରତୀକରୂପେ କଣ୍ଢେଇର ବିବାହ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri