Posted inଫୁରସତ

ଯେଉଁଠି ଶାଳ ଗଛକୁ ଦେବତା ଭଳି ପୂଜନ୍ତି ଲୋକେ…

ଛତିଶଗଡ଼ର ବାଲ୍କୋ ବନଖଣ୍ଡ ଅଞ୍ଚଳର କୋରଓ୍ବା ବ୍ଲକ୍‌ର ସତରେଙ୍ଗା ଗାଁରେ ରହିଛି ୧୪ ଶହ ବର୍ଷର ଏକ ଶାଳ ଗଛ। ଏଠାକାର ବାସିନ୍ଦା ଏହି ଗଛକୁ ଦେବତା ଭଳି ପୂଜା କରିଥାନ୍ତି। ବିବାହ ତଥା ବିଭିନ୍ନ ପର୍ବପର୍ବାଣିରେ ଗଛ ନିକଟରେ ପୂଜା କରନ୍ତି ଗ୍ରାମବାସୀ। ଏହି ଗଛର ଉଚ୍ଚତା ୨୮ ମିଟର ଓ ଗୋଲେଇ ୨୮ଫୁଟ ୨ ଇଞ୍ଚ। ଏହାକୁ ବନଖଣ୍ଡ କର୍ମଚାରୀମାନେ ୨୦୦୬ରେ ଚିହ୍ନଟ କରିଥିଲେ। ଏହାର ବୟସ ଜାଣିବା ପାଇଁ ଗଛର କେତେକ ସଂଗୃହୀତ ନମୂନା ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗକୁ ପଠାଯାଇଥିଲା। ଗବେଷଣାରୁ ଜଣାପଡିଥିଲା ଗଛଟିର ବୟସ ୧୪ଶହ ବର୍ଷରୁ ଅଧିକ ହେବ। ତେବେ ଶାଳ ଗଛର ଆୟୁଷ ୨ ହଜାର ବର୍ଷ ହୋଇଥାଏ ବୋଲି ଡେରାଡୁନ୍‌ ସ୍ଥିତ ବନ ଗବେଷଣା ବିଭାଗ ପକ୍ଷରୁ ସୂଚିତ କରାଯାଇଥିଲା। ଏହି ଗଛକୁ ଦେଖିବାକୁ ଦେଶ ବିଦେଶରୁ ଅନେକ ପର୍ଯ୍ୟଟକ ଆସୁଛନ୍ତି। ଆଉ ଏଠାରେ କେତେକେ ମାନସିକ ପୂଜା ମଧ୍ୟ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା…

ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ

ବାରିପଦା,୧୩ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଅସଦାଚରଣକୁ ନେଇ ଅଭାବନୀୟ ଘଟଣା ଘଟିଛି। ଅଞ୍ଚଳବାସୀ ନ୍ୟାୟ ଦାବିରେ ଜାତୀୟ ରାଜପଥ…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର…

‘IPL ଖେଳିବା ଛାଡିଦେବେ…’,ଧୋନିଙ୍କ ଅବସରକୁ ନେଇ ବଡ଼ ଭବିଷ୍ୟବାଣୀ, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୩।୩: ୨୦୨୬ IPL ସିଜିନ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ (ଆରସିବି ବନାମ ଏସଆରଏଚ) ମଧ୍ୟରେ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ…

ଚପଲ ଭିତରେ ଛକିଥିଲା ସାପ, ମାରିଲା ଚୋଟ: ପରୀକ୍ଷାର ଶେଷ ଦିନରେ ଘଟିଗଲା..

ପୁରୁଷୋତ୍ତମପୁର,୧୩।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଶୋଳଘର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛତ। ଶୁକ୍ରବାର ସାପ କାମୁଡି ଜଣେ ଚତୁର୍ଥ ଶ୍ରେଣୀ…

ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା? ସାଟେଲାଇଟରୁ ଆସିଲା ସାଂଘାତିକ ଫଟୋ…

ବେଜିଂ,୧୩।୩: ଚାଇନା ଏବେ ଏସିଆରେ ଏକ ବଡ଼ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି। ଏହି ସୂଚନା ପୂର୍ୱ ଚୀନ ସାଗରର ଏକ ସାଟେଲାଇଟ ଚିତ୍ରରୁ ଆସିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri