Posted inଫୁରସତ

ଯେଉଁଠି ସଦସ୍ୟଙ୍କ ମୃତ୍ୟୁରେ ଘର ଛାଡିଦିଅନ୍ତି ପରିବାର ଲୋକେ

ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କ ସ୍ମୃତିକୁ ସାଉଣ୍ଟିବାକୁ ଲୋକେ ଅନେକ ଉପାୟ ଆପଣାଇଥାନ୍ତି। କିନ୍ତୁ ଆମ ଦେଶରେ ଏଭଳି କିଛି ଜନଜାତି ଅଛନ୍ତି, ଯେଉଁମାନେ ନିଜ ପ୍ରିୟଜନଙ୍କ ମୃତ୍ୟୁ ପରେ ସେମାନଙ୍କ ସ୍ମୃତି ସାଉଣ୍ଟିବା ପରିବର୍ତ୍ତେ ଘରଦ୍ୱାର ଛାଡ଼ି ଅନ୍ୟତ୍ର ଚାଲିଯାନ୍ତି। ଏଭଳି ଅଦ୍ଭୁତ ପରମ୍ପରା ଛତିଶଗଡ଼ର ବସ୍ତର ଜିଲାରେ ରହୁଥିବା ବେଗା ଜନଜାତିଙ୍କ ମଧ୍ୟରେ ଦେଖିବାକୁ ମିଳେ। ଏହି ସମୁଦାୟ ଅନ୍ୟ କାହା ସହ ବେଶୀ ମିଳାମିଶା କରିବାକୁ ପସନ୍ଦ କରନ୍ତି ନାହଁି। ନିଜ ପରିବାର ବ୍ୟତୀତ କାହା ସହ ତାଙ୍କର ପରିଚୟ ନ ଥାଏ। କିନ୍ତୁ ପରିବାରର କୌଣସି ଲୋକଙ୍କ ମୃତ୍ୟୁ ହେଲେ, ସେମାନେ ସମ୍ପୂର୍ଣ୍ଣ ଘରଡିହ ଛାଡ଼ି ଅନ୍ୟସ୍ଥାନରେ ନୂଆ ଘର ତିଆରି କରି ରୁହନ୍ତି।  କାରଣ ସେମାନଙ୍କ ବିଶ୍ୱାସ ଥାଏ, କୁଳଦେବୀଙ୍କ ପ୍ରକୋପରୁ ପରିବାର ସଦସ୍ୟଙ୍କ ମୃତ୍ୟୁ ହୁଏ। ମୃତ୍ୟୁ ପରେ ଅନ୍ୟ ସଦସ୍ୟ ଯଦି ସ୍ଥାନ ପରିତ୍ୟାଗ ନ କରନ୍ତି, ତେବେ ସେମାନଙ୍କ ଉପରେ ଦେବୀ କୋପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri