ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ

ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍‌ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍‌.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା ସହିତ ଶରୀରକୁ ସୁସ୍ଥ ରଖିବା ଲକ୍ଷ୍ୟରେ ଏହି ଯୋଗାଭ୍ୟାସ କରାଯାଉଛି। ସରପଞ୍ଚ କିଶୋର କିଙ୍କର ପଢିଆରୀଙ୍କ ତତ୍ତ୍ୱାବଧାନରେ ପ୍ରାଣୀଧନ ନୀରିକ୍ଷକ ତଥା ପଞ୍ଚାୟତ ୧୦ ଜଣିଆ କମିଟିର ସଭ୍ୟ ପ୍ରିୟବ୍ରତ ରାଉତ ଦୈନନ୍ଦିନ ସକାଳ ସମୟରେ ସମସ୍ତ ପ୍ରବାସୀଙ୍କୁ ଯୋଗ ଶିକ୍ଷା ଦେଉଥିବା ଦେଖାଯାଇଛି। ଏହି କେନ୍ଦ୍ରରେ ୧୩ ଜଣ ପ୍ରବାସୀ ରହୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri