Posted inଜାତୀୟ

ଯୋଗୀଙ୍କ ଘୋଷଣା, ଫାଷ୍ଟ ଟ୍ରାକ୍‌ରେ ହେବ ଉନ୍ନାଓ ମାମଲାର ଶୁଣାଣି: ଅନ୍ୟପଟେ ଏହି ଘଟଣାକୁ ଟୁଇଟ କଲେ ମାୟାବତୀ

ଲକ୍ଷ୍ନୌ,୭।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜୀବନ୍ତ ଜଳାଇଦେଇଥିବା ବଳାତ୍କାର ପୀଡ଼ିତାଙ୍କ ଦିଲ୍ଲୀ ସଫ୍‌ଦରଜଙ୍ଗ ହସ୍ପିଟାଲରେ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି। ପୀଡ଼ିତାଙ୍କ ମୃତ୍ୟୁରେ ସାରା ଦେଶ ମର୍ମାହତ ହୋଇପଡ଼ିଛି। ଇତିମଧ୍ୟରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଥିବା ବେଳେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଦାବି କରାଯାଇଛି। ଏହି ମାମଲାକୁ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଯାଇ ଏହି ମାମଲାର ଶୁଣାଣି ଫାଷ୍ଟ ଟ୍ରାକ୍‌ କୋର୍ଟରେ କରାଯିବ ବୋଲି ସେ କହିଛନ୍ତି। ଅପରପକ୍ଷରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଏସ୍‌ପି ସୁପ୍ରିମୋ ମାୟାବତି ଏନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଟୁଇଟ କରି କହିଛନ୍ତି, ପୀଡ଼ିତାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। ପୀଡ଼ିତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହ ଏଭଳି ସ୍ଥିତିରେ ବିଏସ୍‌ପି ତାଙ୍କ ସହ ରହିଛି ବୋଲି ସେ କହିଛନ୍ତି। ଏଥିସହ ଉକ୍ତ ପରିବାରଙ୍କୁ ନ୍ୟାୟ ଦେବା ପାଇଁ ରାଜ୍ୟ ସରକାର ନିର୍ଦ୍ଧାରିତ ସମୟରେ ବା ତୁରନ୍ତ ଅଭିଯୁକ୍ତଙ୍କ ପାଇଁ ଫାଶି ଆଇନ ଆଣନ୍ତୁ। ଯାହାଫଳରେ ଅଭିଯୁକ୍ତଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହେବ ବୋଲି ମାୟାବତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?