ଯୋଗେଶ୍ୱର ବାବାଙ୍କ ବିବାହ ଉତ୍ସବ ସମ୍ପନ୍ନ

ଦେଓଗାଁ,୨୮ା୫(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ଯୋଗୀସାଗରସ୍ଥିତ ଯୋଗେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ବୁଧବାର ୯ମ ପବିତ୍ର ଶୀତଳ ଷଷ୍ଠୀ ମହୋତ୍ସବ ନିରାଡମ୍ବର ସହକାରେ ସମ୍ପନ୍ନ ହୋଇଛି। ଏହି ଦିନ ବୈବାହିକ ରୀତନୀତି ଅନୁସାରେ ଯୋଗେଶ୍ୱରବାବା ଓ ପାର୍ବତୀଙ୍କ ବିବାହୋତ୍ସବ ହୋଇଥିଲା। ଦେଓଗାଁ ଶୀତଳ ଷଷ୍ଠୀ ଉତ୍ସବ ପାଳନ କମିଟି ସହଯୋଗରେ ଅନୁଷ୍ଠିତ ଉତ୍ସବରେ ସକାଳ ୮ଟାରୁ ବୈଦିକ ରୀତିନୀତିରେ ପୂଜାର୍ଚ୍ଚନା, ଦେବନିମନ୍ତ୍ରଣ, ଅଳଙ୍କାର ଧାରଣ, ବର ଆଗମନ, ବିବାହ ଓ ପାଣିଗ୍ରହଣ ଆଦି କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଚଳିତବର୍ଷ ବର ପିତାମାତା କ୍ଷୀରୋଦ୍ର ସେଠ ଓ ବିନୋଦିନୀ ସେଠ, କନ୍ୟା ପିତାମାତା ଭାବେ ଗୋବର୍ଦ୍ଧନ ଦଲାଇ ଓ ସ୍ବର୍ଣ୍ଣକାନ୍ତି ଦଲାଇ ଦାୟିତ୍ୱ ତୁଲାଇ ଥିଲେ ା କାର୍ଯ୍ୟକ୍ରମକୁ ସଭାପତି ଘନଶ୍ୟାମ ବାରିକ, ସମ୍ପାଦକ କ୍ଷୀରୋଦ୍ର ସେଠ, ଯୋଗେନ୍ଦ୍ର ସାହୁ, ବୀରେନ ଜୁଏଡ, ପୂର୍ବତନ ସରପଞ୍ଚ ଚନ୍ଦ୍ରଚୂଡ ବେହେରା, କୃଷ୍ଣପ୍ରସାଦ ପାଣିଗ୍ରାହୀ ଓ ଗ୍ରାମବାସୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri