ଯୋଡ଼ାରେ ସିରିଜ୍‌ ଦୁର୍ଘଟଣା

ଯୋଡ଼ା,୨୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କଳାପାହାଡ଼ ଛକ ନିକଟରେ ଶନିବାର ଭୋର ସମୟରେ ଏକ ଦଶ ଚକିଆ ଟ୍ରକ୍‌ ଓ ଡମ୍ପର ମଧ୍ୟରେ ଦୁର୍ଘଟଣା ଘଟିଛି  ା ଘନକୁହୁଡିରେ ୧୦ ଚକିଆ ଟ୍ରକ୍‌ (ଡବ୍ଲୁବି ୨୩ସି ୩୨୧୫) ବଡବିଲ ଆଡୁ ବିଲେଇପଦା ଅଭିମୁଖେ ଯାଉଥିଲା ବେଳେ ସମ୍ମୁଖରୁ ଆସୁଥିବା ଡମ୍ପର ନଂ (ଓଆର୦୯କେ୦୫୭୯)କୁ ଧକ୍କା ଦେଇଥିଲା  ା ଏହା ପରେ ଉକ୍ତ ଡମ୍ପର ପଛରେ ଆସୁଥିବା ଅନ୍ୟ ଏକ ଡମ୍ପର (ଓଆର ୦୯ ଜେ ୯୨୪୨) ଡମ୍ପରଟିକୁ ଧକ୍କା ଦେଇଥିଲା  ା ଫଳରେ ଡମ୍ପରଦ୍ୱୟ ରାସ୍ତା ତଳକୁ ଓଲଟି ପଡିଥିଲା  ା ତେବେ ଟ୍ରକ୍‌ ଏବଂ ଡମ୍ପରଦ୍ୱୟର ଡ୍ରାଇଭର ଓ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଗାଡିଗୁଡ଼ିକ ଭାଙ୍ଗିରୁଜି ଯାଇଥିବା ଜଣାପଡିଛିା ଯୋଡା ପୋଲିସ ପକ୍ଷରୁ କ୍ରେନ୍‌ ଲଗାଇ ଗାଡିଗୁଡ଼ିକୁ ଉଦ୍ଧାର କରାଯାଇଛି  ା


Enter your email to get our daily news in your inbox.

All Right Reserved By Dharitri.Com

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri