ଯୋଡ଼ାରେ ସିରିଜ୍‌ ଦୁର୍ଘଟଣା

ଯୋଡ଼ା,୨୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କଳାପାହାଡ଼ ଛକ ନିକଟରେ ଶନିବାର ଭୋର ସମୟରେ ଏକ ଦଶ ଚକିଆ ଟ୍ରକ୍‌ ଓ ଡମ୍ପର ମଧ୍ୟରେ ଦୁର୍ଘଟଣା ଘଟିଛି  ା ଘନକୁହୁଡିରେ ୧୦ ଚକିଆ ଟ୍ରକ୍‌ (ଡବ୍ଲୁବି ୨୩ସି ୩୨୧୫) ବଡବିଲ ଆଡୁ ବିଲେଇପଦା ଅଭିମୁଖେ ଯାଉଥିଲା ବେଳେ ସମ୍ମୁଖରୁ ଆସୁଥିବା ଡମ୍ପର ନଂ (ଓଆର୦୯କେ୦୫୭୯)କୁ ଧକ୍କା ଦେଇଥିଲା  ା ଏହା ପରେ ଉକ୍ତ ଡମ୍ପର ପଛରେ ଆସୁଥିବା ଅନ୍ୟ ଏକ ଡମ୍ପର (ଓଆର ୦୯ ଜେ ୯୨୪୨) ଡମ୍ପରଟିକୁ ଧକ୍କା ଦେଇଥିଲା  ା ଫଳରେ ଡମ୍ପରଦ୍ୱୟ ରାସ୍ତା ତଳକୁ ଓଲଟି ପଡିଥିଲା  ା ତେବେ ଟ୍ରକ୍‌ ଏବଂ ଡମ୍ପରଦ୍ୱୟର ଡ୍ରାଇଭର ଓ ହେଲ୍ପର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଗାଡିଗୁଡ଼ିକ ଭାଙ୍ଗିରୁଜି ଯାଇଥିବା ଜଣାପଡିଛିା ଯୋଡା ପୋଲିସ ପକ୍ଷରୁ କ୍ରେନ୍‌ ଲଗାଇ ଗାଡିଗୁଡ଼ିକୁ ଉଦ୍ଧାର କରାଯାଇଛି  ା


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri