ଯୌତୁକ ଦାବିରେ ମହିଳାଙ୍କୁ ହତ୍ୟା ଅଭିଯୋଗ

ତାଳଚେର, ୩ା୬(ନି.ପ୍ର.) ତାଳଚେର ବ୍ଲକ ବିକ୍ରମପୁର ଥାନା ଅନ୍ତର୍ଗତ ଭଞ୍ଜ କଲୋନୀରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହା ଯୌତୁକଜନିତ ହତ୍ୟା ବୋଲି ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।

ଗଡବାନ୍ଧପଡା ଗ୍ରାମର ମହେଶ୍ୱର ଚକ୍ରଙ୍କ ଝିଅ ମାନସୀ(୩୫) ୨୦୦୭ରେ ପରଜଙ୍ଗ ଥାନା ଡମୋଳ ଗ୍ରାମର ମହାଦେବ ବଳଙ୍କୁ ବିବାହ କରିଥିଲେ। ମହାଦେବ ଭଞ୍ଜ କଲୋନୀରେ ପରିବାର ସହ ରହୁଥିଲେ। ଶନିବାର ରାତିରେ ମାନସୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଥିଲା। ତେବେ ଯୌତୁକ ନିର୍ଯାତନା ଦେଇ ମାନସୀଙ୍କ ହତ୍ୟା କରାଯାଇଥିବା ରବିବାର ମୃତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ କରିବା ସହିତ ସନ୍ଧ୍ୟାରେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି। ଥାନାରେ ନଂ. ୫୧/୧୯ରେ ମକଦ୍ଦମା ରୁଜୁ କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ଆଇଆଇସି ଡି. ନାୟକ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri