ଯୌତୁକ ନିର୍ଯାତନା ଅଭିଯୋଗରେ ସ୍ବାମୀ କୋଟ ଚାର୍ଲାଣ

ଧର୍ମଶାଳା/ଜେନାପୁର,୨୭।୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଗଡ଼ମଧୂପୁର ପଞ୍ଚାୟତର ପନ୍ତୁରୀ ଗ୍ରାମରେ ସ୍ତ୍ରୀକୁ ଯୌତୁକ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ସ୍ବାମୀକୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ସ୍ବାମୀ ଜଣଙ୍କ ରଞ୍ଜନ କୁମାର ସାହୁ (୩୨)। ପ୍ରକାଶ ଯେ, ପନ୍ତୁରୀ ଗ୍ରାମର ରଞ୍ଜନ ଏକ ବର୍ଷ ତଳେ ଢେଙ୍କାନାଳର ସୁଭଦ୍ରା ସାହୁଙ୍କୁ ବିବାହ କରିଥିଲେ। ବିବାହ ପରଠାରୁ ସେ ଅଧିକ ଯୌତୁକ ଦାବି କରି ସୁଭଦ୍ରାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। କିନ୍ତୁ ରବିବାର ରାତିରେ ଏହି ଘଟଣା ଉଗ୍ରରୂପ ନେଇଥିଲା। ରଞ୍ଜନ ସୁଭଦ୍ରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଗ୍ରାମବାସୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲେ। ସୋମବାର ସୁଭଦ୍ରା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୧୯୨/୧୯) ରୁଜୁକରି ରଞ୍ଜନଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା କରୁ କରୁ ଆକ୍ସନ ମୋଡକୁ ଆସିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri