ପୁରୁଷୋତ୍ତମପୁର,୨ା୭(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ପୁଟିଆପଦର ଗ୍ରାମରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ କିରୋସିନ ଢାଳି ନିଅଁା ଲଗାଇ ପୋଡି ମାରିବା ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଉକ୍ତ ଗ୍ରାମର ସମ୍ବାରିଆ ଦାସ। ମାମଲା ନଂ. ୧୪୭/୧୯ ରେ ତାଙ୍କୁ ସୋମବାର କୋର୍ଟ ଚଳାଣ କରାଯାଇଛି। କବିସୂର୍ଯ୍ୟନଗର ଥାନା ଝାଡବନ୍ଧ ଗ୍ରାମର ପଞ୍ଚୁ ନାହାକଙ୍କ ଝିଅ ସନ୍ତୋଷୀ ଗତ ଏକ ବର୍ଷ ତଳେ ସମ୍ବାରିଆଙ୍କୁ ବିବାହ କରିଥିଲେ। ବିବାହ ସମୟରେ ଯୌତୁକ ଦିଆଯାଇଥିଲେ ମଧ୍ୟ ଅଧିକା ୧୦ ହଜାର ଟଙ୍କା ଦାବି କରି ସନ୍ତୋଷୀଙ୍କୁ ତାଙ୍କ ସ୍ବାମୀ ନିର୍ଯାତନା ଦେଇ ଆସୁଥିଲେ। ଗତ ୨୩ ତାରିଖରେ ସନ୍ତୋଷୀଙ୍କ ଉପରେ କିରୋସିନ ଢାଳି ସ୍ବାମୀ ନିଅଁା ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା ।
ସେଠାରୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲେ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ୨୭ ତାରିଖରେ ମୃତ୍ୟୁ ଘଟିଥିଲା।
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ
ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…
Archives

