ରକ୍ତ ଅଭାବ ଦୂର କରିବାକୁ ରକ୍ତଦାନ କାର୍ଯ୍ୟକ୍ରମ

ବଲାଙ୍ଗୀର ଅଫିସ,୧୮ା୪- ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ରକ୍ତଦାନ କାର୍ଯ୍ୟକ୍ରମ। ନଗର କଂଗ୍ରେସ ସଭାପତି ବୁଲୁ ଦାନିଙ୍କ ନେତୃତ୍ୱ ତଥା ଜିଲା କଂଗ୍ରେସ କଂଗ୍ରେସ ଉପସଭାପତି ମନୀଷ ମିଶ୍ରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସ୍ପିିଟାଲ ପରିସର ରକ୍ତଭଣ୍ଡାରରେ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଲକ୍‌ଡାଉନ୍‌ ସମୟରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ରକ୍ତ ଅଭାବ ଜିନିତ ସମସ୍ୟା ଦେଖାଦେଇଛି। ଏଭଳି ସମୟରେ ରକ୍ତ ଆବଶ୍ୟକ କରୁଥିବା ରୋଗୀମାନେ ଜୀବନ ମରଣ ସମସ୍ୟାରେ ରହିଛନ୍ତି। ଏଭଳି ସଙ୍କଟ ସମୟରେ କଂଗ୍ରେସ କର୍ମୀମାନେ ରକ୍ତଦାନ କରି ରକ୍ତ ଆବଶ୍ୟକତା ପୂରଣ ଦିଗରେ ଆଗେଇ ଆସିଛନ୍ତି। ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଏହି ରକ୍ତଦାନ ଶିବିରରେ ପ୍ରତ୍ୟେକ ଦିନ ରକ୍ତଦାନ କରି ରକ୍ତ ଆବଶ୍ୟକ କରୁଥିବା ରୋଗୀଙ୍କ ସହାୟତା କରାଯିବ ବୋଲି ସଭାପତି ଦାନୀ କହିଛନ୍ତି। ଶନିବାର ୭ ଜଣ ରକ୍ତଦାନ କରିଥିଲେ। ରକ୍ତଦାନ କାର୍ଯ୍ୟକ୍ରମରେ ନଗର କଂଗ୍ରେସର କର୍ମକର୍ତ୍ତା ତଥା ରକ୍ତଭଣ୍ଡାର କର୍ମକର୍ତ୍ତାମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri