ରକ୍ତ କଳାବଜାର ମାମଲା: ଜଣେ ଟେକ୍ନିସିଆନ ବହିଷ୍କୃତ, ଜଣେ ନିଲମ୍ବନ

ଭବାନୀପାଟଣା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ରକ୍ତର କଳାବଜାର ନେଇ ଅଭିଯୋଗ ହୋଇଥିଲା। ଏହାର ତଦନ୍ତକରି ଧର୍ମଗଡ଼ ପୋଲିସ ରକ୍ତଭଣ୍ଡାରର ଦୁଇଜଣ ଟେକ୍ନିସିଆନଙ୍କ ସମେତ ୭ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲକୁ ପଠାଇଦିଆଯାଇଛି। ମାତ୍ର ସ୍ବାସ୍ଥ୍ୟ ସମସ୍ୟା ଥିବା ଦର୍ଶାଇ ଟେକ୍ନିସିଆନ ପ୍ରକାଶ ପଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତେବେ ସୋମବାର ପଣ୍ଡାଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ଅନ୍ୟ ଜଣେ ଟେକ୍ନିସିଆନ ରମେଶ ନାଗଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା…

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri