ରକ୍ତ ଶର୍କରା କମ୍ କରେ ପିଜୁଳି ପତ୍ର କାଢା

ପିଜୁଳି ଏକ ସ୍ୱାଦିଷ୍ଟ ଫଳ । ଏହା ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଖୁବ୍ ଉପକାରୀ । ବିଶେଷ କରି ଯେଉଁମାନଙ୍କର ଡାଇବେଟିସ ବା ମଧୁମେହ ରହିଛି ସେମାନଙ୍କୁ ପିଜୁଳି ଖାଇବାକୁ ଡାକ୍ତର କହିଥାଆନ୍ତି । ତେବେ ଏହି ଫଳ ଯେତିକି ଲାଭକାରୀ ଏହାର ପତ୍ର ମଧ୍ୟ ସେତିକି ଉପକାରୀ ।
-ପିଜୁଳି ପତ୍ରରେ ଇନସୁଲିନର ମାତ୍ରା ବହୁ ପରିମାଣରେ ଥାଏ । ତେଣୁ ଏହାର କାଢା ପ୍ରସ୍ତୁତ କରି ପିଇଲେ ଏହା ଗ୍ଲୁକୋଜକୁ ନିୟନ୍ତ୍ରଣରେ ରଖିଥାଏ ।
-ଯଦି ତୁଣ୍ଡ ଘାଁ ହୋଇଛି ବା ମାଢି ସମସ୍ୟା ଦେଖାଦେଇଛି ତେବେ ପିଜୁଳି ପତ୍ର ଚୋବାଇଲେ ଏହା ଠିକ୍ ହୋଇଥାଏ ।
-ଉଚ୍ଚ ରକ୍ତଚାପ ଥିଲେ ପିଜୁଳି ପତ୍ରକୁ ପାଣିରେ ସିଝାଇ ସକାଳେ ଖାଲି ପେଟରେ ପିଇଲେ ଏହା ରକ୍ତଚାପକୁ ନିୟନ୍ତ୍ରଣରେ ରଖିଥାଏ ।
-ସାଧାରଣତଃ ଛୋଟ ପିଲାଙ୍କ ନିକଟରେ କୃମି ସମସ୍ୟା ଅଧିକାଂଶ ସମୟରେ ଦେଖାଯାଇଥାଏ । ଏଭଳି ସମସ୍ୟା ଥିଲେ ପିଜୁଳି ପତ୍ର ଚୋବାଇଲେ ଏହା ଠିକ୍ ହୋଇଥାଏ ।
-ପିଜୁଳି ପତ୍ରରେ ଆଣ୍ଟିଅକ୍ସିଡାଣ୍ଟ ଓ ଲାଇକୋପିନ ଅଧିକ ପରିମାଣରେ ରହିଛି ଯାହା କ୍ୟାନସର ଭଳି ରୋଗ ସହ ଲଢିବାରେ ସହାୟକ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri