ରକ୍ତଚାପ କମାଏ କଖାରୁ ମଞ୍ଜି

୨୮ ଗ୍ରାମ୍‌ କଖାରୁ ମଞ୍ଜିରେ୧୫୧ କ୍ୟାଲୋରି,୧୭ ଗ୍ରାମ୍‌ ଫାଇବର, ୭ ଗ୍ରାମ୍‌ ପ୍ରୋଟିନ୍‌, ୪ ଗ୍ରାମ୍‌ ମନୋସାଚ୍ୟୁରେଟେଡ ଫ୍ୟାଟ୍‌,୬ ଗ୍ରାମ ଓମେଗା-୬ ଫ୍ୟାଟ୍‌, ମାଙ୍ଗାନିଜ, ମ୍ୟାଗ୍ନେସିୟମ, ଫସ୍‌ଫରସ ରହିଛି। ଏଥିରେ ଥିବା ଫାଇଟୋଷ୍ଟେରଲ ବ୍ଲଡ୍‌ କୋଲେଷ୍ଟରଲ୍‌ କମ କରିବାରେ ସାହାଯ୍ୟ କରେ। ଏହା ଗଲ୍‌ ବ୍ଲାଡରରେ ଷ୍ଟୋନ ହେବାକୁ ଦିଏନାହିଁ ଓ ଯେଉଁମାନେ କଖାରୁ ମଞ୍ଜି ଖାଆନ୍ତି ସେମାନଙ୍କୁ ବ୍ରେଷ୍ଟ୍‌ କ୍ୟାନ୍‌ସର ହେବା ଆଶଙ୍କା କମ୍‌ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି। ଅନୁଧ୍ୟାନରୁ ଜଣାପଡିଛି, କଖାରୁ ମଞ୍ଜିରୁ ପ୍ରସ୍ତୁତ ହେଉଥିବା ତେଲ ଖାଇବା ଦ୍ୱାରା ପ୍ରୋଷ୍ଟେଟ ଓ ୟୁରିନାରି ସମସ୍ୟା ବି ଦୂର ହୋଇଯାଏ। ଏହା ରକ୍ତଚାପ କମ୍‌ କରିବାରେ ମଧ୍ୟ ସାହାଯ୍ୟ କରେ। କଖାରୁ ମଞ୍ଜି ଖାଇଲେ ଋତୁସ୍ରାବ ଜନିତ ସମସ୍ୟା ଦୂର ହୋଇଯାଏ। କଖାରୁ ମଞ୍ଜି ବା ତେଲରେ ଥିବା ମନୋସାଚ୍ୟୁରେଟେଡ୍‌ ଫ୍ୟାଟ୍‌ ଓ ଓମେଗା-୬ ଫ୍ୟାଟ୍‌ ହାର୍ଟକୁ ସୁସ୍ଥ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri