ରକ୍ତତୀର୍ଥ ଇରମରେ ଶହୀଦ ସ୍ମୃତିଦିବସ; ଶହୀଦମାନଙ୍କ ଆତ୍ମବଳି ଦାନର ପଟାନ୍ତର ନାହିଁ: ଜିଲା ପ୍ରକଳ୍ପ ନିର୍ଦ୍ଦେଶକ

ବାସୁଦେବପୁର,୨୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁରର ରକ୍ତତୀର୍ଥ ଇରମଠାରେ ୭୭ତମ ଶହୀଦ ସ୍ମୃତିଦିବସ ପର୍ଯ୍ୟଟନ ଉନ୍ନୟନ ପରିଷଦ ଶହୀଦ ସ୍ମୃତି କମିଟି ଆନୁକୂଲ୍ୟରେ ଶନିବାର ଆୟୋଜିତ ହୋଇଯାଇଛି। ପ୍ରଭାତଫେରି, ପରେଡ ପରେ ଜିଲାପାଳ ଜ୍ଞାନ ଦାସ ଶହୀଦ ସ୍ତମ୍ଭ ଓ ଶହୀଦ ପୀଠରେ ମାଲ୍ୟାର୍ପଣ କରିଥିଲେ। ଏହା ସହ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ଶହୀଦମାନଙ୍କ ଆତ୍ମବଳି ଦାନର ପଟାନ୍ତର ନାହିଁ, ଶହୀଦଙ୍କ ପାଇଁ ବାସୁଦେବପୁର ମାଟି ଗର୍ବିତ ବୋଲି ସେ କହିଥିଲେ। ଏଥିରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା, ବିଡିଓ ପ୍ରଣବ ବେହେରା, ସରପଞ୍ଚ ପ୍ରଫୁଲ୍ଲ କୁମାର ବିଶ୍ୱାଳଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri