ରକ୍ତହୀନତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି…

ଗୁଡରେ ଅନେକ ଉପକାରୀ ପୋଷକ ତତ୍ତ୍ୱ ରହିଛି। ଏହା ରକ୍ତ ପରିଷ୍କାର କରିବା ସହିତ ଶରୀରରେ ମେଟାବୋଲିଜିମ୍‌ ପ୍ରକିୟାକୁ ନିୟନ୍ତ୍ରଣ କରିଥାଏ। କ୍ଷୀରରେ ଗୁଡ ମିଶାଇ ଖାଇଲେ ଅନେକ ଫାଇଦା ମିଳେ। ଏସିଡିଟି ସମସ୍ୟା ଗୁଡ ଦୂର କରେ। ଖାଇସାରିବା ପରେ ପ୍ରତିଦିନ ଗୁଡ ଖାଇଲେ ଏସିଡିଟି ହୋଇ ନ ଥାଏ। ଗୁଡରେ ଅଧିକ ପରିମାଣର ଆଇରନ ଥାଏ। ତେଣୁ ଗୁଡ ଖାଇଲେ ଏହା ଶରୀରକୁ ବିଭିନ୍ନ ରୋଗରୁ ରକ୍ଷା କରେ। ରକ୍ତହୀନତାରେ ଗୁଡ ମହୌଷଧୀ ଭଳି କାର୍ଯ୍ୟ କରିଥାଏ। ଏହା ରକ୍ତରେ ଥିବା ବିଷାକ୍ତ ପଦାର୍ଥକୁ ନଷ୍ଟ କରିଥାଏ। ଏଥିରେ ମାଗ୍ନେସିୟମ ଥାଏ। ଏହା ଶରୀରର ମାଂସପେଶୀ ଓ ଶିରାପ୍ରଶିରାକୁ ସତେଜତା ପ୍ରଦାନ କରେ। ଏହା ସହିତ ଗୁଡ ଥକାପଣ ମଧ୍ୟ ଦୂର କରେ। ରକ୍ତରେ କୋଲେଷ୍ଟରଲ ମାତ୍ରା ନିୟନ୍ତ୍ରଣ କରି ଏହା ରକ୍ତଚାପକୁ ସ୍ବାଭାବିକ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଶନିଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ଜୁଲାଇ ୨୦ରୁ ଚମକିବ ଏହି ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ରାଶି ପରିବର୍ତ୍ତନ ସହିତ ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ନକ୍ଷତ୍ରରେ ପରିବର୍ତ୍ତନ ଗ୍ରହ ପ୍ରଭାବରେ ସୂକ୍ଷ୍ମ କିନ୍ତୁ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା

କିଛି ବର୍ଷ ମଧ୍ୟରେ ମଦ ନିଶା ଏକ ଗମ୍ଭୀର ସମସ୍ୟାରେ ପରିଣତ ହୋଇଯାଇଛି। ମଦ ନିଶା ଯୋଗୁ ବ୍ୟକ୍ତିର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ଖରାପ…

ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ମହୁ, ଆହୁରି ଅନେକ ସମସ୍ୟା ଦୂର କରିବାରେ…

ମହୁରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ବିଶେଷଭାବରେ ଥଣ୍ଡା ସମସ୍ୟାରୁ ଉପଚାର ପାଇଁ ଏହା ବେଶ୍‌ ସହାୟକ ହୋଇଥାଏ। ତେବେ ଏଥିରେ ଏଭଳି ତତ୍ତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri