ରଜ ପାଇଁ ପ୍ରସ୍ତୁତ ହେଉଛନ୍ତି ଲୋକେ

କେନ୍ଦୁଝର, ୭ା୬(ସ୍ବ.ପ୍ର.)-ଚଳିତବର୍ଷ ସାରାଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଲାଗି ସବୁ ପର୍ବପର୍ବାଣୀ ଫିକା ପଡିଛି। କେନ୍ଦୁଝରରେ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ରଜ ମହୋତ୍ସବ ପ୍ରଶାସନ ପକ୍ଷରୁ ବାତିଲ କରାଯାଇଛି। ତେବେ ଆଉ ୭ଦିନ ପରେ ରଜପର୍ବ। କେନ୍ଦୁଝର ସଦର ବ୍ଲକ ରାଇସୁଆଁ ଗ୍ରାମରେ ଦୋଳି ପ୍ରସ୍ତୁତ କରିବାରେ ଲୋକେ ଲାଗିପଡ଼ିଛନ୍ତି। କେନ୍ଦୁଝର ଗ୍ରାମାଞ୍ଚଳଗୁଡ଼ିକରେ ରଜ ପାଇଁ ଦୋଳି ପ୍ରସ୍ତୁତ ଚାଲିଛି। ଏହି ପର୍ବରେ ନୂଆ ପୋଷାକ ପିଠାପଣା ମାଛ ମାଂସ ଆଦି ନାନାଦି ପ୍ରକାର ଖାଦ୍ୟ ଘରେ ଘରେ ପ୍ରସ୍ତୁତ ହୋଇଥାଏ। ଦୋଳିରେ ବସି ମହିଳାମାନେ ବିଭିନ୍ନ ପ୍ରକାର ଗୀତ ବୋଲି ରଜ ପାଳନ କରିଥାନ୍ତି। ଚଳଚଞ୍ଚଳ ହୋଇଉଠେ ଗଁା ଦାଣ୍ତ। କରୋନା ପ୍ରକୋପ ଯୋଗୁ ଲୋକମାନେ ବହୁ କ୍ଷତିରେ ଅଛନ୍ତି। କାମଧନ୍ଦା ଆଦି ବନ୍ଦ ହୋଇଯିବାରୁ ରୋଜଗାର ପନ୍ଥା ଅଟକିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri