Posted inରାଜ୍ୟ

ରଜ ପାଇଁ ସଜବାଜ ବଳରାମପ୍ରସାଦ

ବଅଁରପାଳ, ୧୪ା୬(ଡି.ଏନ.ଏ.) – ଗଡଦୁର୍ଗ ଭାବେ ପରିଚିତ ଅନୁଗୋଳ ଜିଲା ବଳରାମପ୍ରସାଦରେ ଧୁମ୍‌ଧାମରେ ପାଳନ ହେବ ରଜ ପର୍ବ। ବହୁ ପୁରାତନ କାଳରୁ ଏଠାରେ ପାଳନ ହୋଇଆସୁଥିବା ଏହି ମହୋତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରଜ ପୂର୍ବରୁ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ଚଳିତ ବର୍ଷ ଗ୍ରାମର ଅପରାଜିତା ମହିଳା କ୍ଲବ ତରଫରୁ ୨ ଦିନ ଧରି ଉତ୍ସବ ପାଳନ ହେବ। ଗ୍ରାମର ଝିଅ ବୋହୂମାନେ ଏକାଠି ହୋଇ ଏହି ପର୍ବ ପାଳିଥାନ୍ତି। ଏଥିପାଇଁ ସେମାନଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଗ୍ରାମର ପାରିଜାତ କ୍ଲବ ନିକଟ ପଡ଼ିଆରେ ପ୍ରତ୍ୟେକ ବର୍ଷ ଏହା ପାଳନ କରାଯାଏ। କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ୯ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପିଠା ପ୍ରତିଯୋଗିତା, ଦଉଡି ଡିଆଁ, ମ୍ୟୁଜିକ୍‌ ଚେୟାର, ଫୁଲ ଗୁନ୍ଥା, ହୁଳହୁଳି, ମାଠିଆ ଫଟା ଆଦି ପ୍ରତିଯୋଗିତା ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥିସହ ପୋଡ ପିଠା ଓ ମିଠା ପାନର ମଧ୍ୟ ବ୍ୟବସ୍ଥା କରାଯିବ ବୋଲି କ୍ଲବର କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ସେହିପରି ଏହ ଅବସରରେ ହେବାକୁ ଥିବା ବାଲୁକା କଳାରେ ଓଡ଼ିଶାର ବିଭିନ୍ନ ଐତିହ୍ୟକୁ ସ୍ଥାନ ଦିଆଯିବ ବୋଲି ଜଣାପଡିଛି। ଶନିବାର ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ସହ ପୁରସ୍କାର ବିତରଣ କରାଯିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri