ରଜରେ ଅତିଥି ଚର୍ଚ୍ଚା

ରଜ ସମୟରେ ଘରକୁ ଅତିଥି ଆସିଥାନ୍ତି। ସେମାନଙ୍କୁ ଚର୍ଚ୍ଚା ଲାଗି ପ୍ରସ୍ତୁତି ସମ୍ପର୍କରେ ଜାଣନ୍ତୁ କେତୋଟି କଥା..

– ଅତିଥି ଆସିବା ପୂର୍ବରୁ ଘରକୁ ସୁନ୍ଦର ଭାବେ ସଜାନ୍ତୁ। ଯେଉଁ ଜିନିଷ ଯେଉଁଠି ରହିବା ଉଚିତ ସେପରି ହିଁ ରଖନ୍ତୁ। ରୁମ୍‌ ଡେକୋରେଶନ୍‌ରେ ପରିବର୍ତ୍ତନ ଆଣନ୍ତୁା
– ଘରର ଫ୍ଲୋର ଏବଂ ସମସ୍ତ ଫର୍ନିଚରକୁ ଭଲଭାବେ ପୋଛନ୍ତୁ।
– ଅତିଥି ଘରେ ପହଞ୍ଚିବାମାତ୍ରେ ତାଙ୍କୁ ସ୍ବାଗତ କରି ପ୍ରଥମେ କୋଲ୍ଡ ଡ୍ରିଙ୍କ୍‌ସ, ଚା କିମ୍ବା କଫିରେ ଆପ୍ୟାୟିତ କରନ୍ତୁ।
– ଅତିଥିଙ୍କୁ ଏକୁଟିଆ ବସିବାକୁ ନ ଦେଇ ସେମାନଙ୍କ ସହ କଥାହୁଅନ୍ତୁ। ଯଦି ସେମାନଙ୍କୁ ଛାଡ଼ି କିଛି ସମୟ ପାଇଁ ରୋଷେଇ ଘର କିମ୍ବା ଅନ୍ୟ କାମ କରିବାକୁ ଯାଉଛନ୍ତି, ତେବେ ପରିବାରର ଆଲ୍‌ବମ୍‌ ଦେଖିବାକୁ ଦିଅନ୍ତୁ। ଏହାଦ୍ବାରା ସେମାନଙ୍କ ଟାଇମ୍‌ପାସ୍‌ ହେବ।
– ଖାଦ୍ୟ ପରଷିବା ପୂର୍ବରୁ ଏହାକୁ ଭଲଭାବେ ସଜାଇ କରି ଦିଅନ୍ତୁ। ଏଭଳି ଅତିଥି ଚର୍ଚ୍ଚା କରନ୍ତୁ, ଯେପରି କି ସବୁଦିନ ପାଇଁ ଅତିଥି ଆପଣଙ୍କୁ ମନେରଖିବେ।
– ଆପଣଙ୍କଠାରୁ ଅତିଥି ବିଦାୟ ନେବାବେଳେ ତାଙ୍କୁ ଉପହାରସ୍ବରୂପ କିଛି ଦିଅନ୍ତୁ। ଏହା ଆପଣଙ୍କ ସମ୍ପର୍କକୁ ଆହୁରି ନିବିଡ଼ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଅଧିକାରୀ ହେବେ ସାଇ ପଲ୍ଲବୀ: ବଢୁଛି କ୍ରେଜ୍‌

ଅଭିନେତ୍ରୀ ସାଇ ପଲ୍ଲବୀ ଆଗାମୀ ଫିଲ୍ମ ‘ରାମାୟଣ’ ପାଇଁ ବେଶ୍‌ ପରିଶ୍ରମ କରୁଛନ୍ତି। ନିଜର ସର୍ବାଧିକ ସମୟ ଏହି ଫିଲ୍ମ ପାଇଁ ଉତ୍ସର୍ଗ କରିଛନ୍ତି। ଫିଲ୍ମର ପ୍ରଥମ…

ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ

ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର…

ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…

ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ନୂଆ ଅବତାର ଦେଖି ଖେଳ ଜଗତ ଆଶ୍ଚର୍ଯ୍ୟ: ବଦଳାଇ ଦେଲେ…

ନୂଆଦିଲ୍ଲୀ,୧୧।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ‘ଛକା ମାରିବା ମେଶିନ’ କହିବା ଭୁଲ ହେବ ନାହିଁ। ତାଙ୍କ ଟି୨୦ କ୍ୟାରିୟରରେ ସେ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି। ସେ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….

ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri