ରଜରେ ଫୁଟିଲା ଗୁଳି: ଖୋର୍ଦ୍ଧା ବଡ ଶବର ସାହିରେ ଯୁବକଙ୍କୁ ହତ୍ୟା

ଖୋର୍ଦ୍ଧା ଅଫିସ,୧୪।୬: ରଜରେ ଫୁଟିଲା ଗୁଳି। ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡିଆର ବଡ ଶବର ସାହି ସକାଳ ସାଢେ ୭ଟା ସମୟରେ ଘଟିଛି ଘଟଣା। ମୃତକ ହେଲେ ଲାଲା ପ୍ରଧାନ(୩୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେଠାରୁ ପୋଲିସ ଗୋଟିଏ ଜୀବନ୍ତ ଗୁଳି, ୪ଟା ଖୋକା ଜବତ କରିଛି।

ପୂର୍ବ ଶତ୍ରୁତାରୁ ଏହି ଘଟଣା ଘଟିଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି । ଏସ୍‌ଡିପିଓ ସୁଶିଲ ମିଶ୍ର ପ୍ରତିକ୍ରିୟା ରଖି କହିଛନ୍ତି, ଛ’ରାଉଣ୍ଡ ଗୁଳି ଫାଏରିଙ୍ଗ ହୋଇଛି । ଗୋଟିଏ ଗୁଳି ଯୁବକଙ୍କ ମୁଣ୍ଡ ଓ ପେଟରେ ବାଜିଛି। ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri