ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଚଳିତ ବର୍ଷ ରଜ ଉତ୍ସବରେ ଜିଲାର ଦୁଇ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବରୁଣେଇ ଓ ମା’ ଉଗ୍ରତାରା ପୀଠରେ ଭିଡ ଜମିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ଦୁଇ ପର୍ଯ୍ୟଟନସ୍ଥଳୀରେ ଜୁନ ୧୪ରୁ ୨୦ତାରିଖ ପର୍ଯ୍ୟନ୍ତ ସପ୍ତାହ ବ୍ୟାପି ୧୪୪ ଧାରା ଜାରି କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri