ରଣବୀରଙ୍କ ସହ ବ୍ରେକ୍‌ଅପ୍‌ ପରେ କେମିତି ରହୁଥିଲେ କ୍ୟାଟ୍ରିନା ଜାଣନ୍ତୁ

ବଲିଉଡ୍‌ ଷ୍ଟାର ରଣବୀର କପୁର-ଆଲିଆ ଭଟଙ୍କ ରିଲେସନଶିପ୍‌କୁ ନେଇ ଚର୍ଚ୍ଚା ଚାଲିଛି। ଦୁଇଜଣ ବହୁ ସମୟ ଏକାଠି ବିତାଇବା, ସାଥୀ ହୋଇ ଡିନର କରିବା ବିଷୟରେ ସମସ୍ତେ ଅଳ୍ପ ବହୁତ ଜାଣିଛନ୍ତି। କିନ୍ତୁ ରଣବୀରଙ୍କ ଜୀବନରେ ଆଲିଆ ପ୍ରଥମ ନୁହନ୍ତି। ତାଙ୍କ ପୂର୍ବରୁ ଦୀପିକା ପାଦୁକୋନ, କ୍ୟାଟ୍ରିନା କୈଫଙ୍କ ସହ ମଧ୍ୟ ଡେଟ୍‌ କରୁଥିଲେ ରଣବୀର। ‘ଭାରତ’ ଫିଲ୍ମର ପ୍ରମୋଶନରେ କ୍ୟାଟ୍ରିନା ଏହି କଥାର ଖୁଲାସା କରିଛନ୍ତି।

ରଣବୀରଙ୍କ ସହ ବ୍ରେକ୍‌ଅପ୍‌ ପରେ କ୍ୟାଟ୍ରିନା କ’ଣ କରୁଥିଲେ ସେ ସମ୍ପର୍କରେ କହିଛନ୍ତି। ସେ କହିଛନ୍ତି, ବ୍ରେକ୍‌ଅପ୍‌ ପରେ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ବହୁ ପରିବର୍ତ୍ତନ ହୋଇଛି। ସମ୍ପର୍କ ତୁଟିବା ପରେ ସେ ବହୁତ ଶିକ୍ଷା ପାଇଛନ୍ତି। ଲୋକଙ୍କୁ ଚିହ୍ନିଛନ୍ତି। ଆଶ୍ଚର୍ଯ୍ୟ ହେଉଛି ଲୋକମାନେ କ’ଣ କରିପାରନ୍ତି। ଜୀବନ କ’ଣ ବୁଝିଛି।

ଦିନେ ଯୋଗ ଶିକ୍ଷକ ମୋତେ ପଚାରିଲେ କ’ଣ ସବୁ ଠିକ୍‌ ଅଛି ତ? ଏହି ସମୟରେ ମୁଁ ମୋ ଆଖିର ଲୁହକୁ ଅଟକାଇ ପାରି ନ ଥିଲି। କାନ୍ଦିବାକୁ ଲାଗିଥିଲି। କିଛି ଉଦାସ ବି ହୋଇଛି କିନ୍ତୁ ବର୍ତ୍ତମାନ ସବୁ ଠିକ୍‌ ଅଛି ବୋଲି କ୍ୟାଟ୍ରିନା କହିଛନ୍ତି। କହିରଖୁଛୁ କ୍ୟାଟ୍ରିନା-ରଣବୀରଙ୍କ ସହ କିଛିଦିନ ଲିଭ୍‌ ଇନ୍‌ରେ ରହିଥିଲେ। ପରେ ଦୁଇଜଣ ଅଲଗା ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ରାଜ୍ୟ ସରକାରଙ୍କ ବଡ଼ ଉପହାର! ୫୦ହଜାର ଛାତ୍ରୀଙ୍କୁ ଫ୍ରିରେ ମିଳିବ ସ୍କୁଟି; ଜାଣନ୍ତୁ କେମିତି ମିଳିବ ଲାଭ

ଲକ୍ଷ୍ନୌ,୧୭।୬: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପଢ଼ୁଥିବା ଛାତ୍ରୀମାନଙ୍କ ପାଇଁ ଏକ ବହୁତ ବଡ଼ ଖୁସି ଖବର ଆସୁଛି। ରାଜ୍ୟର ପ୍ରାୟ ୫୦ ହଜାର ମେଧାବୀ…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri