ରଥ ଉପରେ ଗଜପତି ମହାରାଜାଙ୍କ ଛେରା ପହଁରା ଆରମ୍ଭ

ପୁରୀ ଅଫିସ, ୨୩।୬: ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିସାରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପହଞ୍ଚି ଛେରା ପହଁରା ଆରମ୍ଭ କରିଛନ୍ତି। ପୂର୍ବାହ୍ନ ୧୦.୪୫ରେ ଗଜପତି ମହାରାଜା ପ୍ରଥମେ ବଳଦେବଙ୍କ ତାଳଧ୍ୱଜ ରଥରେ ଛେରା ପହଁରା କରିଛନ୍ତି। ଏହାପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏବଂ ଶେଷରେ ଦେବୀ ସୁଭଦ୍ରାଙ୍କ ରଥରେ ଛେରା ପହଁରା କରିବେ। ପରେ ରଥରେ ଚାରମାଳ ଖୋଲାଯାଇ ରଥଟଣା ପ୍ରସ୍ତୁତି ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri