ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରା ହୋଇଛି। ପ୍ରଥମେ ଡ଼େରା ପାଇଁ ଥିବା ତିନି ରଥର ନାହାକା ଚକ ଓ ନାହାକା ଅଖକୁ ସ୍ନାନ କରାଯାଇଥିଲା। ପରେ ତିନି ବାଡ଼ାର ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ତିନୋଟି ଆଜ୍ଞାମାଳ ଆଣିି ରଥ ଖଳାରେ ପହଞ୍ଚିଥିଲେ। ଏହି ଆଜ୍ଞାମାଳକୁ ଡ଼େରା ଯାଇଥିବା ଚକରେ ବିଜେ କରିଥିଲେ ପୂଜାପଣ୍ଡା ସାମନ୍ତ। ପ୍ରଥମେ ତାଳଧ୍ୱଜ ରଥର ଚକ ସହ ଅଖ ସଂଯୋଗକରି ଡେରାଯାଇଥିଲା। ପରେ ନନ୍ଦିଘୋଷ ଓ ଦେବଦଳନ ରଥର ଅଖ ସଂଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri