ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରା ହୋଇଛି। ପ୍ରଥମେ ଡ଼େରା ପାଇଁ ଥିବା ତିନି ରଥର ନାହାକା ଚକ ଓ ନାହାକା ଅଖକୁ ସ୍ନାନ କରାଯାଇଥିଲା। ପରେ ତିନି ବାଡ଼ାର ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ତିନୋଟି ଆଜ୍ଞାମାଳ ଆଣିି ରଥ ଖଳାରେ ପହଞ୍ଚିଥିଲେ। ଏହି ଆଜ୍ଞାମାଳକୁ ଡ଼େରା ଯାଇଥିବା ଚକରେ ବିଜେ କରିଥିଲେ ପୂଜାପଣ୍ଡା ସାମନ୍ତ। ପ୍ରଥମେ ତାଳଧ୍ୱଜ ରଥର ଚକ ସହ ଅଖ ସଂଯୋଗକରି ଡେରାଯାଇଥିଲା। ପରେ ନନ୍ଦିଘୋଷ ଓ ଦେବଦଳନ ରଥର ଅଖ ସଂଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…

ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍‌ ଫେରାଇଲେ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା...

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri