ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ ରଥଖଳାକୁ ଯେପରି ଅନ୍ୟମାନେ ପ୍ରବେଶ କରି ନ ପାରିବେ ତାହା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ରଥଖଳାକୁ ସମ୍ପୂର୍ଣ୍ଣ ଭାବେ ବ୍ୟାରିକେଡରେ ଆବଦ୍ଧ କରାଯାଇଛି। ସେହିପରି ଧଳା କପଡ଼ା ମଧ୍ୟ ଆଚ୍ଛାଦିତ କରାଯାଇଛି, ଯେପରି ବଡ଼ଦାଣ୍ଡରେ ଯାଉଥିଲେ ବି ରଥଖଳା ଭିତରେ ହେଉଥିବା କାମ ଦେଖାଯିବ ନାହିଁ। ଅନ୍ୟପକ୍ଷରେ ଶ୍ୟାମକୁଞ୍ଜ ମଠ ଗଳିରୁ ରାଧାବଲ୍ଲଭ ମଠ ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ବ୍ୟାରିକେଡ କରାଯାଇଛି। ଏହି ଅଞ୍ଚଳ ମଧ୍ୟରେ ବଡ଼ଦାଣ୍ଡକୁ ସଂଯୋଗ ଥିବା ଗଳି ରାସ୍ତା ପ୍ରବେଶ ପଥକୁ ମଧ୍ୟ ବନ୍ଦ କରିଦିଆଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri