ରଥଖଳା ଚଳଚଞ୍ଚଳ: ଆରମ୍ଭ ହେଲା ରଥ ନିର୍ମାଣ, ସାମାଜିକ ଦୂରତ୍ୱ ରକ୍ଷା କରି ଚାଲିଛି କାମ

ପୁରୀ ଅଫିସ,୮ା୫: ରଥ ନିର୍ମାଣକୁ ନେଇ କିଛିଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ରଥଖଳାରେ ଆରମ୍ଭ ହୋଇଛି ତିନିରଥ ନିର୍ମାଣ କାର୍ଯ୍ୟ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ ଲାଗି ଗୁରୁବାର ସର୍ତ୍ତମୂଳକ ଅନୁମତି ଦେବା ପରେ ରାତିରେ ଜିଲାପାଳ ବଲଓ୍ବନ୍ତ ସିଂ ତିନିରଥର ମୁଖ୍ୟ ମହାରଣା ଏବଂ ପରିଚାଳନା କମିଟି ସଦସ୍ୟଙ୍କୁ ଡାକି ଆଲୋଚନା କରିଥିଲେ। ବୈଠକରେ ହୋଇଥିବା ନିଷ୍ପତ୍ତି ମୁତାବକ ଶୁକ୍ରବାର ସକାଳୁ ରଥଖଳାରେ କାମ ଆରମ୍ଭ ହୋଇଛି। ସରକାରଙ୍କ ଲକ୍‌ଡାଉନ୍‌ କଟକଣାକୁ ପାଳନ କରି ମହାରଣା ସେବକମାନେ କାମ ଆରମ୍ଭ କରିଛନ୍ତି। ଭୋଇ ସେବକମାନେ ମଧ୍ୟ ମହାରଣା ସେବକଙ୍କୁ ସହଯୋଗ କରୁଛନ୍ତି। ରୂପକାର ସେବକମାନେ ମଧ୍ୟ ରଥଖଳାରେ ପହଞ୍ଚିଛନ୍ତି। ବିଶେଷକରି ସାମାଜିକ ଦୂରତା କିପରି ରକ୍ଷା କରିହେବ ତା ଉପରେ ଗୁରୁତ୍ୱ ଦେଇଛନ୍ତି ନିିର୍ମାଣକାରୀ।
ରଥଖଳାକୁ କପଡ଼ାରେ ଆବଦ୍ଧ କରାଯାଇ କାମ କରାଯାଉଛି। ପ୍ରଥମେ ତୁମ୍ବ କାମ ଆରମ୍ଭ ହୋଇଥିବା ମହାରଣା ସେବକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri