ରଥଟଣା ଆରମ୍ଭ: ଗୁଣ୍ଡିଚା ମନ୍ଦିର ଅଭିମୁଖେ ବଡ ଠାକୁର ବଳଭଦ୍ରଙ୍କ ରଥ

ପୁରୀ ଅଫିସ, ୨୩।୬: ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଛେରା ପହଁରା ଶେଷ ହେବା ପରେ ଆରମ୍ଭ ହୋଇଛି ରଥଟଣା। ନିର୍ଦ୍ଧାରିତ ସମୟର ସମୟର ମାତ୍ର ୨ ମିନିଟ ପୂର୍ବରୁ ଅର୍ଥାତ୍‌ ୧୧ଟା ୫୮ରେ ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ରଥ ଗଡିଛି। ୧୧ଟା ୪୫ରେ ଗଜପତି ମହାରାଜାଙ୍କ ଛେରା ପହଁରା ସରିବା ପରେ ଚାଳମାଳ ଫିଟାଯାଇ ଘୋଡ଼ା ବନ୍ଧାଯାଇଥିଲା। ଏହାପରେ ବିଧି ମୁତାବକ ବଳଭଦ୍ରଙ୍କ ରଥକୁ ସେବାୟତମାନେ ଟାଣିଛନ୍ତି। ପରେ ଦେବୀ ସୁଭଦ୍ରାଙ୍କ ଓ ଶେଷରେ ନନ୍ଦିଘୋଷ ରଥ ଟଣାଯିବ।

କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ରଥଯାତ୍ରା। ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri