ରଥଯାତ୍ରା ଅନୁମତି ପାଇଁ ସିଂହଦାର ସମ୍ମୁଖରେ ସେବାୟତଙ୍କ ନୀରବ ପ୍ରତିବାଦ

ପୁରୀ ଅଫିସ, ୨୦।୬: ଚଳିତବର୍ଷ ବଡ଼ଦାଣ୍ଡରେ ଗଡ଼ିପାରିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ଏହି ରାୟ ଦେବା ପରେ ଭକ୍ତ ଓ ସେବାୟତଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କ ରାୟର ପୁନର୍ବିଚାର କରନ୍ତୁ ଏବଂ ରଥଯାତ୍ରା କରିବା ଲାଗି ଅନୁମତି ଦିଅନ୍ତୁ ବୋଲି ସେବାୟତ ଦାବି କରିଛନ୍ତି। ଏ ନେଇ ଶନିବାର ସିଂହଦାର ସମ୍ମୁଖରେ ସେବାୟତମାନେ ନୀରବ ପ୍ରତିବାଦ କରିଛନ୍ତି। ମୁହଁରେ ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷାକରି ଏହି ପ୍ରତିବାଦ କରାଯାଇଛି। ରଥଯାତ୍ରା ସପକ୍ଷରେ ଏବଂ ସରକାରଙ୍କୁ ସମାଲୋଚନା ଲେଖାଥିବା ପ୍ଲାକାର୍ଡ ଧରି ସିଂହଦ୍ବାର ସମ୍ମୁଖରେ ପ୍ରତିବାଦ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

୩ ଦିନ ବିତିଗଲାଣି, ମିଳୁନି ରବୀନ୍ଦ୍ରଙ୍କ ପତ୍ତା: କଲେଜ ଯାଉଛି କହି…

ଭଞ୍ଜନଗର,୩।୯(ବାବୁଲା ପ୍ରଧାନ): ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରେ ପାଠ ପଢ଼ିଲେ। ସକାଳୁ କଲେଜ ଯାଉଛି କହି ମୋବାଇଲ ଫୋନ ଘରେ ଛାଡ଼ି ଘରୁ ବାହାରିଥିଲେ। ଏହାପରେ ଛାତ୍ର…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଦିଲ୍ଲୀ ଜଳ ବୋର୍ଡ ଦୁର୍ନୀତି, ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ମିଳିଲା ବେଲ୍, ୨ ଲକ୍ଷ…

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ସରକାରଙ୍କ ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (AAP) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି ।…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri