ରଥଯାତ୍ରା ପାଇଁ ସବୁ ଚ୍ୟାନେଲକୁ ସିଧା ପ୍ରସାରଣ ଅନୁମତି

ପୁରୀ ଅଫିସ, ୧୧।୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ନିର୍ଦ୍ଦିଷ୍ଟ ଚ୍ୟାନେଲ ପ୍ରସାରଣ ପାଇଁ ଯେଉଁ କଟକଣା ଲାଗୁ କରିବାକୁ ଯୋଜନା କରାଯାଇଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ସବୁ ଟିଭି ଚ୍ୟାନେଲମାନେ ଏହି ରଥଯାତ୍ରାକୁ ପ୍ରସାରଣ କରିପାରିବେ ବୋଲି ନିଷ୍ପତ୍ତି ହୋଇଛି। ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ଚ୍ୟାନେଲଗୁଡ଼ିକ ଏ ନେଇ ଶ୍ରୀମନ୍ଦିର ପାଣ୍ଠିକୁ କେତେକ ଆର୍ଥିକ ଅନୁଦାନ ସହାୟତା କରିବେ। ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ସବୁ ଟିଭି ଚ୍ୟାନେଲର ମାଲିକମାନଙ୍କୁ ଡାକି ଏ ନେଇ ଏକ ବୈଠକ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର। କୌଣସି ଚ୍ୟାନେଲ ରଥଯାତ୍ରା ପ୍ରସାରଣରୁ ବାଦ ପଡ଼ିବନି ବୋଲି ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri