ରଥଯାତ୍ରା ଭିଡ଼ ବେଳେ ଚୋରି, ୨ ଗିରଫ

ବାରିପଦା ଅଫିସ,୭ା୭- ବାରିପଦାରେ ଶନିବାର ରଥ ଟଣାଯିବା ବେଳେ ଭିଡର ସୁଯୋଗ ନେଇ ମୋବାଲ ଓ ପର୍ସ ଆଦି ଚୋରି କରିବା ଘଯଣାରେ ୨ ଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ଏଥିସହ ଜଣେ ନାବାଳକଙ୍କୁ ବାରିପଦା ଟାଉନ ଥାନା ପୋଲିସ ଅଟକ ରଖିଛି। ସେମାନଙ୍କ ଠାରୁ ୬ ଟି ମୋବାଇଲ, ୫ ହଜାର ୯ ଶହ ଟଙ୍କା ଏବଂ ୩ଶହ ଯଙ୍କା ଥିବା ଗୋଟିଏ ପର୍ସ ଜବତ କରାଯାଇଛି। ଗିରଫ ଯୁବକ ଦ୍ୱୟ ହେଲେ ପଶ୍ଚିମବଙ୍ଗ ରାଜ୍ୟ ଖଡଗପୁର ଅଞ୍ଚଳର ଶିବା ସିଂ ଓ ଭାରତ ସିଂ । ସୁଭଦ୍ରାଙ୍କ ରଥ ନିକଟରେ ସନ୍ଦେହ ଜନକଭାବେ ବୁଲୁଥିବା ବେଳେ ସାଦା ପୋଷାକରେଥିବା ପୋଲିସ ଅଧିକାରୀମାନେ ସେମାନଙ୍କୁ ଧରିିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?