ରଥଯାତ୍ରାକୁ ନେଇ ଆଶଙ୍କା ଦୂର ହେଉ

ପୁରୀ ଅଫିସ, ୧୦।୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। କିନ୍ତୁ ଏ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରାଯାଇ ନାହିଁ। ରଥଯାତ୍ରା ଆୟୋଜନକୁ ନେଇ ସମସ୍ତେ ଏବେ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଆଶା ଆଶଙ୍କା ଲାଗି ରହିଛି। ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହି ଆଶଙ୍କାକୁ ଦୂର କରନ୍ତୁ ବୋଲି ଦଇତାପତି ନିଯୋଗ ମୁଖପାତ୍ର ଗଣପତି ଦାସମହାପାତ୍ର କହିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନିରେ ଗଣପତି କହିଛନ୍ତି, ରଥଯାତ୍ରା ସଂକ୍ରାନ୍ତରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଥ୍ୟ ଦିଆଯାଉ। ଛତିଶା ନିଯୋଗ ବୈଠକ ଡାକି ନୀତି ନିର୍ଘଣ୍ଟ ସ୍ଥିର ହେଉ। ନୀତି ନିର୍ଘଣ୍ଟ ପ୍ରକାଶ ହେଲେ ଭକ୍ତଙ୍କ ମଧ୍ୟରେ ଯେଉଁ ଆଶଙ୍କା ରହିଛି ତାହା ଦୂର ହେବ। ସରକାର ଏହାକୁ ଗୁରୁତର ସହ ନେଇ ରଥଯାତ୍ରା ଆୟୋଜନକୁ ନେଇ ଥିବା ସଂସୟକୁ ଦୂର କରନ୍ତୁ ବୋଲି ଗଣପତି ଦାବି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri