ରଥରେ ବିଜେ କଲେ ତିନି ଠାକୁର

ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ ହୋଇଛି। ପ୍ରଭୁ ସୁଦର୍ଶନ ରଥରେ ବିଜେ କରିବା ପରେ ବଡ଼ ଠାକୁର ବଳଭଦ୍ରଙ୍କୁ ପହଣ୍ଡିରେ ଅଣାଯାଇଥିଲା। ପରେ ସେବାୟତ ପ୍ରଭୁଙ୍କୁ ୮ଟା ୩୦ ମିନିଟ୍‌ରେ ରଥାରୂଢ଼ କରିଥିଲେ। ସେହିପରି ଦେବୀ ସୁଭଦ୍ରାଙ୍କୁ ୮.୪୦ରେ ରଥରେ ବିଜେ କରାଯିବା ପରେ ମହାପ୍ରଭୁ ଜଗନ୍ନାଥଙ୍କୁ ୮ଟା ୫୫ ମିନିଟ୍‌ରେ ରଥ ଉପରକୁ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

ଲୋହିତ ସାଗରର ପ୍ରମୁଖ ଦ୍ୱୀପ ଦଖଲକଲେ ହାଉତି ବିଦ୍ରୋହୀ

କାଏରୋ, ୧୫।୯: ଇରାନ ସମର୍ଥିତ ହାଉତି ବିଦ୍ରୋହୀମାଦେ ଦକ୍ଷିଣ ଲୋହିତ ସାଗରରେ ଅଧିକ ରଣନୈତିକ ଦ୍ୱୀପଗୁଡ଼ିକୁ କବଜା କରିଛନ୍ତି ବୋଲି ସରକାରୀ ଏବଂ ହାଉତି ଅଧିକାରୀମାନେ ସୋମବାର…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଟେମ୍‌ସ ନଦୀ କୂଳରେ ପ୍ରଥମ ଗଙ୍ଗା ଆରତିରେ ଅନେକ ହଜାର ସାମିଲ

ଲଣ୍ଡନ,୧୫ା୯: ଲଣ୍ଡନର ଟେମ୍‌ସ ନଦୀ କୂଳରେ ରବିବାର ପ୍ରଥମ ଥର ପାଇଁ ଅନୁଷ୍ଠିତ ଗଙ୍ଗା ଆରତିରେ ଅନେକ ହଜାର ଶ୍ରଦ୍ଧାଳୁ ଯୋଗଦେଇଥିଲେ। ଚିନ୍ମୟ ମିଶନ୍‌ର ୭୫ତମ ବାର୍ଷିକୀ…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?