ରନ୍ଧା ଖାଦ୍ୟ, ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ, ୧୫।୪-ବାଲେଶ୍ୱର ଟାଉନ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ସହର ତଥା ବିଭିନ୍ନ ପଞ୍ଚାୟତରେ ଅସହାୟ ଓ ଗରିବ ଲୋକଙ୍କ ପାଇଁ ରନ୍ଧାଖାଦ୍ୟ ବଣ୍ଟନ କରିବା ସହ ବିଭିନ୍ନ ସ୍ଥାନରେ ମାସ୍କ ବଣ୍ଟନ କରିଥିଲେ। ଜିଲା ସଭାପତି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶକ୍ରମେ ଜିଲା ଯୁବ ବିଜେଡି ସଭାପତି ଶୁଭେନ୍ଦୁ ମଙ୍ଗରାଜ ଓ ଜିଲା ଛାତ୍ର ସଭାପତି ସୀମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ସମ୍ପାଦନ କରାଯାଇଛି। ଲକ୍‌ଡାଉନ୍‌ ଅବଧି ସରିବା ଯାଏ ଉକ୍ତ କାର୍ଯ୍ୟକ୍ରମ ଜାରି ରହିବ ବୋଲି ଟାଉନ ଛାତ୍ର ସଭାପତି ବ୍ରଜକିଶୋର ପ୍ରଧାନ ସୂଚନା ଦେଇଛନ୍ତି। ବାଲେଶ୍ୱର ଷ୍ଟେଶନ, ବସ୍‌ଷ୍ଟାଣ୍ଡ, ସାଇମନ୍ଦିର ସମ୍ମୁଖରେ ସକାଳର ଜଳଖିଆ ପ୍ରଦାନ କରାଯାଇଛି। ସେହିପରି ସ୍ଥାନୀୟ ପୁରୁଣାବାଲେଶ୍ୱରରେ ଛାତ୍ର ବିଜେଡିର ଜିଲା ସାଧାରଣ ସମ୍ପାଦକ କିରଣ କୁମାର ନାଥଙ୍କ ଦ୍ୱାରା ସେହି ଗ୍ରାମର ଅସହାୟ ପରିବାରଙ୍କୁ ୫ ଦିନର ଚାଉଳ ଓ ଗ୍ରୋଶରୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri