‘ରବି ଧାନ ସଂଗ୍ରହ ଉପରେ ସରକାରଙ୍କ ଗୁରୁତ୍ୱ’

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ସଂକ୍ରମଣର ମୁକାବିଲା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ବଳବତ୍ତର ରହିଛି। ଏହି ଦୃଷ୍ଟିରୁ ରାଜ୍ୟରେ ଲୋକମାନଙ୍କର ଖାଦ୍ୟ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ତ୍ୱରାନ୍ବିତ ପଦକ୍ଷେପ ନେବା ଲାଗି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଗୁରୁବାର ଲୋକସେବା ଭବନରେ ବିଭାଗ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଏବଂ କାର୍ଯ୍ୟକ୍ରମର ମନ୍ତ୍ରୀ ସମୀକ୍ଷା କରିଛନ୍ତି।
ରବିଧାନ ସଂଗ୍ରହ ସମୟରେ ଧାନ ସଂଗ୍ରହ କେନ୍ଦ୍ର ନିମନ୍ତେ ଜାରି କରାଯାଇଥିବା ବିସ୍ତୃତ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରକ୍ରିୟାକୁ କଡ଼ାକଡ଼ି ଭାବରେ ଅନୁପାଳନ କରିବା ପାଇଁ ମନ୍ତ୍ରୀ ନିଦ୍ଦେର୍ର୍ଶ ଦେଇଥିଲେ। ସାମାଜିକ ଦୂୂରତ୍ୱ, ମାସ୍କ, ରୁୁମାଲ, ଗାମୁଛା ଆଦି ବ୍ୟବହାର, ମଣ୍ଡି ଏବଂ ଏଥିରେ ବ୍ୟବହୃତ ଯନ୍ତ୍ରପାତିକୁ ସାନିଟାଇଜ୍‌ କରିବା ସହିତ ମଣ୍ଡିରେ ପର୍ଯ୍ୟାପ୍ତ ପରିମାଣର ସାନିଟାଇଜର, ସାବୁନ, ପାଣି ଇତ୍ୟାଦି ଉପଲବ୍ଧ କରାଇବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri