ରବିଚାଷ ଲାଗି କୃଷି ନିର୍ଦ୍ଧାରଣ ବୈଠକ: ସରକାରୀ ଯୋଜନାର ସଫଳ ରୂପାୟନକୁ ଗୁରୁତ୍ୱ

ବରଗଡ଼ ଅଫିସ, ୪।୧୨: ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ରବିଚାଷ ପାଇଁ କୃଷି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଜିଲା ମୁଖ୍ୟ କୃଷି ଅଧିକାରୀ ଦୀନବନ୍ଧୁ ଗାନ୍ଧୀଙ୍କ ସମେତ କୃଷି, ସମବାୟ, ଜଳସେଚନ ଆଦି ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଜିଲା ମୁଖ୍ୟ କୃଷି ଅଧିକାରୀ ଗାନ୍ଧୀ ବିଗତ ଫସଲ ଉପରେ କୃଷି ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସହିତ ଆସନ୍ତା ରବିଚାଷ ପାଇଁ ନିଆଯାଉଥିବା ପଦକ୍ଷେପ ତଥା ଏଥିପାଇଁ ରହିଥିବା ସରକାରୀ ଯୋଜନା ଉପରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ସେହିପରି ସରକାରୀ ଯୋଜନାଗୁଡ଼ିକର ସୁଫଳ ଯେଭଳି ଚାଷୀଙ୍କ ପାଖରେ ପହଞ୍ଚି ପାରିବ ଏବଂ ଚାଷୀମାନେ ସେଥିରେ ଉପକୃତ ହୋଇପାରିବେ, ସେ ଦିଗରେ ପ୍ରତ୍ୟେକ ଅଧିକାରୀ ଦାୟିତ୍ୱ ସମ୍ପନ୍ନ ଭାବରେ କାର୍ଯ୍ୟ ସମ୍ପାଦନ କରିବାକୁ ଜିଲାପାଳ ପ୍ରଧାନ ଉପସ୍ଥିତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ବୈଠକରେ ଉପସ୍ଥିତ ଅଧିକାରୀ, କର୍ମଚାରୀମାନେ ମଧ୍ୟ ନିଜର ମତ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?