Posted inଜାତୀୟ

ରମଣ ସିଂ ଡାକ୍ତରଖାନାରେ ଭର୍ତ୍ତି

ରାୟପୁର, ୨୪।୭: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ରମଣ ସିଂଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଗୁରୁଗ୍ରାମର ଏକ ଡାକ୍ତରଖାନାରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଏକ ଟିମ୍‌ ତାଙ୍କ ଉପରେ ତୀକ୍ଷ୍ନ ନଜର ରଖିଛନ୍ତି। ଖୁବ୍‌ ଶିଘ୍ର ମେଡିକାଲ ବୁଲେଟିନ୍‌ ଜାରି କରାଯାଇ ତାଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ଦିଆଯିବ ବୋଲି ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ତିନିଦିନ ତଳେ ଦିଲ୍ଲୀ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଥିଲେ। ଗତ ନିର୍ବାଚନରେ ରମଣ ସିଂ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌...

ରାମଲଲାଙ୍କ ଦର୍ଶନକୁ କରାଯାଉଥିଲା ବିରୋଧ, କଂଗ୍ରେସ ଛାଡିବାକୁ ଲେଖିଲେ ରାଧିକା

ନୂଆଦିଲ୍ଲୀ,୫।୫: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲା। ବର୍ତ୍ତମାନ ଚାଲିଥିବା ନିର୍ବାଚନ ମଧ୍ୟରେ କଂଗ୍ରେସ ଆଉ...

ନୀତୀଶଙ୍କ ବଡ ଚେତାବନୀ, ବିହାରରେ ବଢିଲା ରାଜନୈତିକ ଉଷ୍ମତା

ପାଟନା,୫।୫: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ନିରନ୍ତର ବୟାନ ବାଜି ଜାରି କରାଯାଉଛି।...

ମୋଦିଙ୍କ ଗୃହ ରାଜ୍ୟରେ ୩୫ ମୁସଲମାନ ପାର୍ଥୀ ଲଢୁଛନ୍ତି ନିର୍ବାଚନ, କଂଗ୍ରେସରୁ କେହି ନାହିଁ

ଗାନ୍ଧିନଗର,୫।୫: ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତ ହୋଇଛନ୍ତି। ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । କେତେକ ଜାତି ନାମରେ ଏବଂ...

ନିର୍ବାଚନ କମିଶନଙ୍କ ଅନନ୍ୟ ପଦକ୍ଷେପ, ୨୩ ଦେଶର ୭୫ ପ୍ରତିନିଧୀ ‘ଗଣତନ୍ତ୍ରର ମହାପର୍ବ’ ଦେଖିବାକୁ ଭାରତ ପହଞ୍ଚିଲେ

ନୂଆଦିଲ୍ଲୀ,୫।୫: ୨୩ଟି ଦେଶର ନିର୍ବାଚନ ପରିଚାଳନା ସଂସ୍ଥା ସହିତ ଜଡିତ ୭୫ ଜଣ ଆନ୍ତର୍ଜାତୀୟ ପ୍ରତିନିଧୀ ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଦେଶ ‘ଲୋକ ସଭା ନିର୍ବାଚନ’ର...

କାନାଡା ପ୍ରଧାନମନ୍ତ୍ରୀଙ୍କୁ ଚେତାବାନୀ ଦେଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ/କଟକ,୫।୫: ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜଷ୍ଟିନ ଟ୍ରୁଡୋଙ୍କ ନେତୃତ୍ୱାଧୀନ କାନାଡା ସରକାରଙ୍କୁ ସମାଲୋଚନା କରିଛନ୍ତି। ସଂଗଠିତ ଅପରାଧ ସହ ଜଡିତ ଲୋକଙ୍କୁ କାନାଡା...

ରାହୁଲଙ୍କୁ ପାକିସ୍ତାନ ନେତା ପ୍ରଶଂସା କରିବା ଚିନ୍ତାଜନକ, କଂଗ୍ରେସରୁ ସ୍ପଷ୍ଟିକରଣ ମାଗିଲେ ରାଜନାଥ

ନୂଆଦିଲ୍ଲୀଳ,୫।୫: ଯେତେବେଳେ ଜଣେ ପାକିସ୍ତାନୀ ନେତା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଥିଲେ ସେତେବେଳେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରଶ୍ନ ଉଠାଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri