ରମାଦେବୀ ବିଶ୍ୱବିଦ୍ୟାଳୟ: ୟୁଜି, ପିଜି, ବିଏଡ୍‌ ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୦।୯(ବୁରୋ) – ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ୟୁଜି, ପିଜି ଓ ବିଏଡ୍‌ ପରୀକ୍ଷା ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ୟୁଜି ଶେଷ ସେମିଷ୍ଟର ପାଇଁ ୨୧ରେ ପ୍ରାକ୍ଟିକାଲ ଏବଂ ୨୩ ଓ ୨୪ ତାରିଖରେ ଥିଓରୀ ପରୀକ୍ଷା ହେବ। ସେହିପରି ପିଜି ଶେଷ ସେମିଷ୍ଟର ପାଇଁ ୨୧ରେ ପ୍ରାକ୍ଟିକାଲ ଓ ୨୮ ତାରିଖରେ ଥିଓରୀ ପରୀକ୍ଷା ହେବ। ଉଭୟ ପରୀକ୍ଷା ଦୁଇଟି ସିଟିଂରେ ଅନୁଷ୍ଠିତ ହେବ। ପ୍ରଥମ ସିଟିଂ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧୨ଟା ଓ ଦ୍ୱିତୀୟ ସିଟିଂ ଅପରାହ୍ନ ୨ଟାରୁ ୩ଟା ପର୍ଯ୍ୟନ୍ତ ଚାଲିବ। ଅନ୍ୟପକ୍ଷରେ ବିଏଡ୍‌ ପରୀକ୍ଷା ପାଇଁ ମଧ୍ୟ ସମୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୨୧ ଓ ୨୪ ତାରିଖରେ ଥିଓରୀ ପରୀକ୍ଷା ଦୁଇଟି ସିଟିଂରେ ଅନୁଷ୍ଠିତ ହେବ। ତେବେ ସମସ୍ତ ୟୁଜି, ପିଜି ଓ ବିଏଡ୍‌ ପରୀକ୍ଷା ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ ମୋଡ୍‌ରେ ହେବ। ଛାତ୍ରୀଛାତ୍ରମାନେ କେଉଁ ଆଧାରରେ ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେସମ୍ପର୍କରେ ପୂର୍ବରୁ ବିଶ୍ୱବିଦ୍ୟାଳୟକୁ ଜଣାଇବେ। ତେବେ ୯୦% ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମୋଡ୍‌ରେ ପରୀକ୍ଷା ଦେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ଏତେ ପରିମାଣର ନଗଦ ଟଙ୍କା

ଭୁବନେଶ୍ୱର,୮।୪: ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ରାଜେଶ ଚନ୍ଦ୍ର ମହାନ୍ତି। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଯନ୍ତ୍ରୀ ରାଜେଶ ଚନ୍ଦ୍ର…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri