ରଶି ଲଗାଇ ବୃଦ୍ଧଙ୍କ ଆତ୍ମହତ୍ୟା

ବନ୍ତ,୩୧ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ତଥା କେନ୍ଦୁଆପଦା ଫାଣ୍ଡି ଅଧୀନ ରତନପୁର ଗ୍ରାମର ଜଣେ ବୃଦ୍ଧ ସୋମବାର ରାତିରେ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ପୋଲିସ ସୂଚନା ଅନୁଯାୟୀ ଉକ୍ତ ବୃଦ୍ଧଙ୍କ ନାମ ମହେଶ୍ୱର ବାରିକ(୮୬)। ସେ ମାନସିକ ବିକୃତ ବୋଲି ଜଣାଯାଇଛି । ଏନେଇ ପୋଲିସ ଅପମୃତ୍ୟୁ ମାମଲା(ନଂ ୧୦୮/୧୯) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?