Posted inଫୁରସତ

ରହସ୍ୟମୟ ପଥର ହାଣ୍ଡି

ଭେଣ୍ଟିଆନେ,୨୨।୨: ପୃଥିବୀରେ ଏଭଳି ବହୁ ରହସ୍ୟ ରହିଛି ଯାହାର ସତ୍ୟ ଉନ୍ମୋଚନ କରିବାକୁ ବୈଜ୍ଞାନିକ ମଧ୍ୟ ଅସମର୍ଥ ରହିଛନ୍ତି। ଏଭଳି ଏକ ରହସ୍ୟ ଲାଓସ୍‌ରେ ରହିଛି। ଏଠାରେ ‘ପ୍ଲେନ୍‌ ଅଫ୍‌ ଜାର୍‌’ ବା ଜାର୍‌ ସମତଳ ଭୂମିରେ ହଜାର ହଜାର ପଥର ହାଣ୍ଡି ଦୃଷ୍ଟି ଗୋଚର ହୋଇଥାଏ। ଏହାକୁ କିଏ କାହିଁକି ତିଆରି କରିଥିଲା ତାହାର ଉତ୍ତର କାହା ପାଖରେ ନାହିଁ। ସ୍ଥାନୀୟ ଶିୟାଙ୍ଗଖୁୟାଙ୍ଗ୍‌ ପ୍ରଦେଶରେ ୯୦ରୁ ଅଧିକ ପ୍ରତିଶତ ଅଞ୍ଚଳରେ ଏଭଳି ହାଣ୍ଡି ଦେଖିବାକୁ ମିଳିଥାଏ। କିଛି ହାଣ୍ଡି ଉପରେ ଘୋଡ଼ଣୀ ମଧ୍ୟ ରହିଛି। ଏସବୁର ଉଚ୍ଚତା ୧ରୁ ୩ ମିଟର ମଧ୍ୟରେ ହୋଇଥାଏ। ଭିଏତ୍‌ନାମ୍‌ ଯୁଦ୍ଧ ସମୟରେ ୧୯୬୪ରୁ ୧୯୭୩ ମଧ୍ୟରେ ଆମେରିକା ବାୟୁସେନା ଏଠାରେ ୨୬ କୋଟିରୁ ଅଧିକ ବୋମାମାଡ଼ କରିଥିଲା। ବହୁ ବୋମା ଫୁଟି ପାର ନ ଥିଲା। ଏବେ କେତେକ ହାଣ୍ଡିରେ ଅଫୁଟା ବୋମା ଦେଖିବାକୁ ମିଳିଥାଏ। କେତେକ ହାଣ୍ଡିରୁ ବୋମା ହଟାଯାଇଥିବାବେଳେ ଅନ୍ୟ କିଛିରେ ଏହା ରହିଛି। ପ୍ରତ୍ନତତ୍ତ୍ୱବିତ୍‌ଙ୍କ ଅନୁସାରେ ଏହି ପଥର ହାଣ୍ଡିଗୁଡ଼ିକ ଲୌହଯୁଗରେ ନିର୍ମିତ ହୋଇଥିଲା। ମାତ୍ର ଅନ୍ୟ କେତେକ ଏହାକୁ ଅନ୍ତିମ ସଂସ୍କାର ସମୟରେ ବ୍ୟବହାର କରାଯାଉଥିବା ମତ ଦେଇଥାନ୍ତି। ତତ୍‌କାଳୀନ ସମୟରେ ଏଥିରେ ଅସ୍ଥି ରଖାଯାଉଥିଲା। ଏହି ରହସ୍ୟମୟ ସ୍ଥାନକୁ ୟୁନେସ୍କୋ ପକ୍ଷରୁ ୨୦୧୯ ଜୁଲାଇରେ ବିଶ୍ୱ ସାଂସ୍କୃତିକ ଅଞ୍ଚଳ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri